Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୫ରେ ଆଦିବାସୀ ସମ୍ମିଳନୀ, ଯୋଗଦେବେ ମୁଖ୍ୟମନ୍ତ୍ରୀ

Posted on November 13, 2025

ଧରତୀ ଆବା ବିର୍ସା ମୁଣ୍ଡା ଜୟନ୍ତୀ କମିଟି ପକ୍ଷରୁ ଆସନ୍ତା ୧୫ ତାରିଖରେ ସେକ୍ଟର – ୨ ସ୍ଥିତ ଦୁର୍ଗା ପୂଜା ପଡ଼ିଆରେ ସହିଦ ବୀର ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଅନୁଷ୍ଠିତ ହେବ ବିଶାଳ ଆଦିବାସୀ ସମ୍ମିଳନୀ । ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ପଡ଼ିଆରେ ଚାଲିଛି ଜୋରଦାର ପ୍ରସ୍ତୁତି । ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶହ ଶହ ଆଦିବାସୀ ଆସିବାର ସମ୍ଭାବନା ରହିଛି। ସକାଳ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ । ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଆଦିବାସୀ ସମ୍ମିଳନୀରେ ଯୋଗ ଦେବାକୁ ଆସୁଥିବାରୁ ଲୋକଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ତେଣୁ ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme