Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବରାତି ତାପମାତ୍ରା

Posted on January 26, 2026

ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ ଏବେ ବି ଥଣ୍ଡାରେ ଥରୁଛି। ଘୁ. ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରି ରେକର୍ଡ ହୋଇଛି। ଅନ୍ୟପଟେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି। ଆସନ୍ତାକାଲିଠାରୁ ରାଜ୍ୟରେ ରାତି ପାରଦସ୍ତର ଧୀରେ ଧୀରେ ବଢ଼ିବା ଆରମ୍ଭ ହେବ। 

ଆସନ୍ତା ୪ ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତାକାଲି ସକାଳୁ ରାଜଧାନୀ ଓ ଏହାର ଆଖପାଖ ଅଞ୍ଚଳରେ କୁହୁଡ଼ି ପଡ଼ିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୨ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୪ ଡିଗ୍ରି ମଧ୍ୟରେ ରହିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme