Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୦ରେ ଛୁଟି ୨୫କୁ କାର୍ଯ୍ୟଦିବସ ଭାବେ ଘୋଷଣା

Posted on October 18, 2025

ଦୀପାବଳି ପାଇଁ ସରକାରଙ୍କ ଛୁଟି ଘୋଷଣା। ୨୦ ଓ ୨୧ ତାରିଖ ସରକାରୀ ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ରହିବ ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ସେହିପରି ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି। 

ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ବଳବତ୍ତର ରହିବ। ୨୦ ତାରିଖରେ ଅତିରିକ୍ତ ଛୁଟି ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ। ରାଜ୍ୟର ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ପାଇଁ ବନ୍ଦ ରହିବ। ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ରହିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme