Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୦୨୬ରେ ୮୨ଟି ଛୁଟି

Posted on December 16, 2025

ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ରବିବାରକୁ ଛାଡ଼ି ମିଳିବ ଆଉ ୮୨ଟି ଛୁଟି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ, ଉତ୍କଳ ଦିବସ, ସ୍ୱାଧୀନତା ଦିବସ, ଗଣେଶ ପୂଜା ଓ ଗାନ୍ଧି ଜୟନ୍ତୀ ବିଦ୍ୟାଳୟରେ ପାଳନ କରାଯିବ। ତେଣୁ ଏହି ଦିନ ପିଲାମାନଙ୍କୁ ସ୍କୁଲ ଯିବାକୁ ପଡ଼ିବ। 

ସେହିପରି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମେ ୬ ତାରିଖରୁ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ମୋଟ ୩୮ ଦିନ ଖରା ଛୁଟି ରଖାଯାଇଛି। ପରେ ସ୍ଥିତି ଦେଖି ଏହି ସମୟସୀମା ବଢିପାରେ। ଦୁର୍ଗାପୂଜା ଓ ଶୀତ ସମୟରେ ୮ ଦିନ ଲେଖାଏ ଛୁଟି ରହିବ। ପୂଜା ଛୁଟି ଅକ୍ଟୋବର ୧୭ରୁ ୨୬ ଯାଏ ହେବାକୁ ଥିବା ବେଳେ ଡିସେମ୍ୱର ୨୩ରୁ ୩୧ ତାରିଖ ଯାଏ ଶୀତ ଛୁଟି ମିଳିବ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅନୁମତି କ୍ରମେ ୨ ଦିନ ସ୍ଥାନୀୟ ଛୁଟି ଦିଆଯିବ। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme