Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଥାନାଧିକାରୀଙ୍କୁ ଧରିଲା ଭିଜିଲାନ୍ସ୍…

Posted on December 18, 2025

ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି।

ମିଳିଥିବା ସୂଚନାନୁଯାୟୀ, ଗୁରୁବାର ଦଶମନ୍ତପୁର ଥାନା ଅଧିକାରୀ ସୁଷମା ହାଁସଦା କୌଣସି ଏକ ମାମଲାର ରଫା ଦଫା କରିବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବର୍ତ୍ତମାନ ଦଶମନ୍ତପୁର ଥାନା ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବା ଜଣାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme