Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୭ରେ ଝାରସୁଗୁଡ଼ା ଆସି ଏକ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Posted on September 24, 2025

୨୭ରେ ଆସୁଛନ୍ତି ମୋଦି । ଝାରସୁଗୁଡ଼ା ଆସି ଏକ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡ଼ାର ଅମଲିପାଲି ଠାରେ ଯୁବ ସମାବେଶରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜୋରଦାର ଚାଲିଛି ପ୍ରସ୍ତୁତି । ଆଜି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ଡିଜିପି ୱାଇ.ବି. ଖୁରାନିଆ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କାର୍ଯ୍ୟକ୍ରମସ୍ଥଳୀ ପରିଦର୍ଶନ କରିବା ସହ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।

ଗତକାଲି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ଉତ୍ତରାଞ୍ଚଳ RDC ଅମଲିପାଲି ପଡ଼ିଆ ପରିଦର୍ଶନ କରି କାର୍ଯ୍ୟ ତଦାରଖ କରିଥିଲେ । ଏହି ଅବସରରେ କିଛି ନୂଆ ଘୋଷଣା ଓ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୦୨୪ ଜୁନ ୧୨ରେ ରାଜ୍ୟରେ ବିଜେପି ସରକାର ଆସିବା ପରେ ମୋଦି ଷଷ୍ଠ ଥର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme