Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୩୪ ଗ୍ରାମ ବ୍ରାଉନ ସୁଗାର ଜବତ, ୭ ଅଟକ ।

Posted on January 12, 2026

ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ଟାଉନ ହାଇ ସ୍କୁଲ ସମୁଖ ପୌରପାଳିକା ଭେଣ୍ଡିଂ ଜୋନ୍ ଠାରୁ ୩୪ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଅନୁଗୋଳ ପୋଲିସ । ଏହି ଘଟଣା ରେ ୭ ଜଣ ଙ୍କୁ ପୋଲିସ ଅଟକ ରଖିଛି। ସୂଚନା ଅନୁସାରେ, ବେପାରୀ ମାନେ ଦିନ ଦ୍ବିପ୍ରହର ସମୟରେ ବ୍ରାଉନସୁଗାର କୁ ଚିଟ୍ ମାଧ୍ୟମରେ ପୁଡ଼ିଆ କରି ସହରରେ ବିକ୍ରି କରିବା କୁ ଯୋଜନା କରୁଥିବେ ବେଳେ ଟାଉନ ପୋଲିସ ଖବର ପାଇ ଅତର୍କିତ ଭାବେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୭ ଜଣ ଙ୍କୁ ଅଟକ ରଖିବା ସହ ୭ ଗୋଟି ମୋବାଇଲ ଫୋନ ୨୨୦୦ ଟଙ୍କା ଏବଂ ଚିଟ୍ ପେପର କୁ ଜବତ କରିଥିଲା। ବାଲେଶ୍ୱର ଅଞ୍ଚଳରୁ ବ୍ରାଉନ ସୁଗାର ଆଣି ବିଭିନ୍ନ ଅଞ୍ଚଳରେ ବିକ୍ରି କରୁଥିବା ନେଇ ପୋଲିସ ସୂଚନା ଦେଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme