Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୪୧ ବର୍ଷ ପରେ ଏସିଆ କପ୍ ଫାଇନାଲରେ ଭାରତ-ପାକିସ୍ତାନ

Posted on September 26, 2025

୪୧ ବର୍ଷ ପରେ ପ୍ରଥମଥର ପାଇଁ ଏସିଆ କପ୍‌ କ୍ରିକେଟ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ। ରବିବାର ଦୁବାଇରେ ହେବାକୁଥିବା ଏହି ହାଇ ଭୋଲଟେଜ ମ୍ୟାଚକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

ସୁପର-୪ ପର୍ଯ୍ୟାୟରେ ପାକିସ୍ତାନ ଓ ବାଂଲାଦେଶକୁ ପରାସ୍ତ କରି ପ୍ରଥମ ଦଳ ଭାବେ ଭାରତ ଫାଇନାଲରେ ପହଞ୍ଚିଥିଲା। ଗତକାଲି ବାଂଲାଦେଶକୁ ୧୧ ରନରେ ପରାସ୍ତ କରି ପାକିସ୍ତାନ ଦ୍ୱିତୀୟ ଦଳ ଭାବେ ଫାଇନାଲ ଯାତ୍ରା ସୁନିଶ୍ଚିତ କରିଛି।

ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୩୬ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ପ୍ରତିକ୍ରିୟାରେ ବାଂଲାଦେଶ ୯ ୱିକେଟ ହାରି ୧୨୪ ରନ୍‌ରେ ସୀମିତ ହୋଇଥିଲା। ଦଳ ପକ୍ଷରୁ ଶମିମ ହୋସେନ ସର୍ବାଧିକ ୩୦ ରନ୍ କରିଥିଲେ।

ଆଜି ସୁପର-୪ର ଶେଷ ମ୍ୟାଚରେ ଭାରତ ଓ ଶ୍ରୀଲଙ୍କା ସାମ୍ନା-ସାମ୍ନି ହେବେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme