Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୪୨ ତମ ଭାଗବତ ପାରାୟଣ ଉଦଯାପିତ। ଏହାସହ ୬୫ ହଜାର ଟଙ୍କାର ଆଜ୍ଞାମାଳ ଓ ଲଡୁନିଲାମ…

Posted on January 20, 2026

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ସରାଙ୍ଗ ଗ୍ରାମ ଅଳକାପାଟଣା ସାହି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ୪୨ ତମ ଭାଗବତ ପାରାୟଣ ଅନୁଷ୍ଠିତ ହୋଇଯାଇଛି। ଦିର୍ଘ ୭ ଦିନ ଧରି ଚାଲୁଥିବା ଏହି କାର୍ଯ୍ୟକ୍ରମ ଚାଲୁରହିଥିଲା। ୧୨ ତାରିଖ ଠାରୁ ଆରମ୍ଭକରି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଷ ସୃଷ୍ଟିହୋଇଥିଲା।କଳସ ଯାତ୍ରାଠାରୁ ଆରମ୍ଭକରି ହୋମଯଜ୍ଞରେ ପୁରା ପରିବେଶ ଫାଟିପଡୁଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲା ଆଜ୍ଞାମାଳ ଓ ଲଡୁ ନିଲାମ। ଗ୍ରାମର ମାନସ ଖୁଣ୍ଟିଆ ୬୫ ହଜାର ଟଙ୍କାର ଆଜ୍ଞାମାଳ ଓ ଲଡୁ ନିଲାମରେ ବିଜେୟିତା ହୋଇଥିଲା। ଏହାପରେ ପ୍ରସେସପ ମାଧ୍ୟାମରେ ଠାକୁରଙ୍କୁ ଗ୍ରାମ ପରିକ୍ରମା କରାଇଥିଲେ। ଏବଂ ପରିଶେଷରେ ହରିହାଟର ବ୍ୟବସ୍ଥା କରି ୪୨ ତମ ଭଗବତ ପାରାୟଣ ଉଦଯାପିତ ହୋଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme