Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୫ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Posted on January 22, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ।
ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି ରାତ୍ରୀଯାପନ କରିବେ। ୩ ରେ ସେ ଫକୀରମୋହନ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ୪ ତାରିଖରେ ଯାଜପୁରରେ ରାଷ୍ଟ୍ରପତି ମା’ ବିରଜାଙ୍କ ଦର୍ଶନ କରିବେ। ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲାରେ ତାଙ୍କର ଏକାଧିକ କାର୍ଯ୍ୟକ୍ରମ ରହିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme