Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୬୦ ହଜାର କୋଟିର ପ୍ରକଳ୍ପ ନେଇ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

Posted on September 27, 2025

ଝାରସୁଗୁଡା ବିମାନବନ୍ଦରରେ ବିଶେଷ ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଥିଲେ। ପାରମ୍ପରିକ ନାଚ-ଗୀତ ସହିତ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ କରାଯାଇଥିଲା। ବିମାନବନ୍ଦରରୁ ରୋଡ୍‌ଶୋ ମାଧ୍ୟମରେ ସେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି।

ଓଡ଼ିଶା ଆସିବା ପୂର୍ବରୁ ‘ଏକ୍ସ’ ମାଧ୍ୟମରେ ପୋଷ୍ଟ କରି ଏହି ଗସ୍ତ ବିଷୟରେ ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ। ଏହି ଗସ୍ତରେ ସେ ୬୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବେ। ସେଥିସହିତ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ସଡ଼କ, ଶିକ୍ଷା, ସ୍ୱାସ୍ଥ୍ୟ ଓ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କାର୍ଯ୍ୟକ୍ରମରେ ଅଂଶ ନେବେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme