Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭ ଦିନ ପରେ ଆସିଲା ଇଣ୍ଟରନେଟ, ସୁଧୁରୁଛି ମାଲକାନଗିରି ସ୍ଥିତି

Posted on December 15, 2025

ଧୀରେ ଧୀରେ ସୁଧୁରୁଛି ମାଲକାନଗିରି ସ୍ଥିତି। ପରିସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଆଜି ଦିନ ୧୨ ଟା ଯାଏ ଇଣ୍ଟରନେଟ ଉପରେ ଲାଗିଥିଲା କଟକଣା। ସ୍ଥିତି ସୁଧୁରିଥିବାରୁ କଟକଣା ଉଠିଛି। ୭ ଦିନ ପରେ ଇଣ୍ଟରନେଟ ଆସିଛି। ସେପଟେ ଏମଭି ୨୬ ଜଳାପୋଡ଼ା ଘଟଣାରେ ଗିରଫଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଆଗରୁ ହଟିଥିଲା ୧୬୩ ଧାରା। ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ଶାନ୍ତି କମିଟି ବୈଠକ ହୋଇଥିଲା।

ଗୁଜବରେ ବିଶ୍ବାସ ନକରି ପ୍ରଶାସନ ଉପରେ ଭରସା ରଖିବା ଲାଗି ପରାମର୍ଶ ଦିଆଯାଇଛି।  ଜରୁରୀକାଳୀନ ହେଲ୍ପଲାଇନ୍ ୧୧୨କୁ ଡାଏଲ୍ କରିବାକୁ ଏସପି ବିନୋଦ ପାଟିଲ.ଏଚ ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme