Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭ ବ୍ଲକ ଡିଇଓଙ୍କ ଦରମା ବନ୍ଦ, ମନରେଗା କାର୍ଯ୍ୟରେ ଅବହେଳା ପାଇଁ କଡା ପଦକ୍ଷେପ

Posted on October 23, 2025

ମନରେଗା କାମ ଠିକ୍ ଭାବରେ ନହେବାରେ ଅସନ୍ତୋଷ ଜଣାଇ ଜିଲ୍ଲାପାଳ ୭ଟି ବ୍ଲକ ଡିଇଓଙ୍କ ଦରମା ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ବନ୍ଦ କରିଛନ୍ତି। ଏହି ବ୍ଲକଗୁଡିକ ହେଲା: ଆଠଗଡ, ବାଙ୍କୀ, ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ନରସିଂହପୁର ଓ ଟାଙ୍ଗୀ ଚୌଦ୍ୱାର।

ମନରେଗା ଓ ରୁରାଲ ହାଉସିଂ ସ୍କିମର କାର୍ଯ୍ୟରେ ଅବହେଳା ପାଇଁ ସାଲେପୁର ବିଡ଼ିଓ କଡା ପଦକ୍ଷେପ ନେଇଛନ୍ତି। ସାଲେପୁର ଆସିଷ୍ଟାଣ୍ଡ ଇଂଜିନିୟର, ଜୁନିୟର ଇଂଜିନିୟର, ପିଇଓ ଓ ଏଡିଇଓଙ୍କ ଦରମା ଲକ୍ଷ୍ୟ ପୂରଣ ନହେଉଯାଁ ପର୍ଯ୍ୟନ୍ତ ବନ୍ଦ ରହିବ।

ଜିଲ୍ଲାପାଳଙ୍କ ରିଭ୍ୟୁରେ କାର୍ଯ୍ୟରେ ଅବହେଳା ଧରା ପଡ଼ିବା ପରେ ସାଲେପୁର ବିଡ଼ିଓ ଏହି ନିଷ୍ପତ୍ତି ନେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme