Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୭ ୱିକେଟରେ ୱେଷ୍ଟଇଣ୍ଡିଜକୁ ହରାଇବା ୨-୦ରେ ସିରିଜ ଜିତିଲା ଭାରତ

Posted on October 14, 2025

ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଚାଲିଥିବା ଭାରତ-ୱେଷ୍ଟଇଣ୍ଡିଜ ଦ୍ବିତୀୟ ଟେଷ୍ଟ ଜିତିଲା ଭାରତ । ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର ଟାର୍ଗେଟ ଦେଇଥିଲା । ଯାହାକୁ ଭାରତ ୩ ୱିକେଟ ହରାଇ ଭାରତ ସହଜରେ ଜିତିନେଇଛି ।

କେଏଲ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ ୫୮ ରନ୍, ସାଇ ସୁଦର୍ଶନ ୩୯ ରନ, ଶୁବମନ ଗିଲ ୧୩ ରନ୍, ଯଶସ୍ବୀ ଜୟସୱାଲ ୮ ରନ୍ କରିଥିବା ବେଳେ ଧ୍ରୁବ ଜୁରେଲ ୬ ରନ କରି ଅପରାଜିତ ରହିଛନ୍ତି ।

ଫଲୋଅନ୍ ସତ୍ତ୍ୱେ ଦ୍ବିତୀୟ ଟେଷ୍ଟ ପଞ୍ଚମ ଦିନ ପର୍ଯ୍ୟନ୍ତ ଯାଇଥିଲା । ଯାହା ଫଳରେ ଭାରତକୁ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ପଡ଼ିଥିଲା । ଦ୍ବିତୀୟ ଇନିଂସରେ ୱେଷ୍ଟଇଣ୍ଡିଜ୍ ଦଳ ୨୭୦ରନ୍‌ର ଟ୍ରାଏଲକୁ ପୂରଣ କରି ୩୯୦ ରନ୍ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme