Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: September 24, 2025

ତାଳଚେର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ; ୫ ଲକ୍ଷ ଟଙ୍କାର ବାଣ ଜବତ ସହିତ ୬ ଗିରଫ

Posted on September 24, 2025

ତାଳଚେର ପୋଲିସ ପକ୍ଷରୁ ବେଆଇନ୍‌ ବାଣ ଗଛିତ ରଖିଥିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଲକ୍ଷ ଟଙ୍କାର ବାଣ ଜବତ କରାଯିବା ସହିତ ୬ ଜଣଙ୍କୁ ଗିରଫ କରାଯାଇଛି।ସୂଚନା ଅନୁସାରେ ତାଳଚେର ଥାନା ସନ୍ଥପଡ଼ା, ବଉଳଛକ, ନୂଆବଲଣ୍ଡା, ରାଧାରମଣପୁର ଆଦି ଅଞ୍ଚଳରେ ଚଢ଼ାଉ…

ତାଳଚେର ଅଞ୍ଚଳର କୋଇଲାଖଣି ବିସ୍ଥାପିତ ପ୍ରଜାସଂଘ ପକ୍ଷରୁ ତିନିଦଫା ଦାବି ନେଇ ତାଳଚେର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

Posted on September 24, 2025

ତାଳଚେର ଅଞ୍ଚଳର କୋଇଲାଖଣି ବିସ୍ଥାପିତ ପ୍ରଜାସଂଘ ପକ୍ଷରୁ ତିନିଦଫା ଦାବି ନେଇ ତାଳଚେର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହିତ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ସୂଚନା ଅନୁସାରେ, ଏମସିଏଲର ଭୁବନେଶ୍ବରୀ କୋଇଲାଖଣି ଦ୍ୱାରା ବିସ୍ଥାପିତ ଅଞ୍ଚଳର ବେକାର ଯୁବକ ଯୁବତୀଙ୍କୁ ସାଇଲୋ ସହ ବିଭିନ୍ନ…

ଜିଲ୍ଲାପାଳଙ୍କ କଡା ପଦକ୍ଷେପ : ୧୫ ଅଧିକାରୀଙ୍କ ଦରମା ବନ୍ଦ

Posted on September 24, 2025

ଜନ ଅଭିଯୋଗ ଶୁଣାଣି ସମସ୍ୟା ସମାଧାନରେ ଅବହେଳା କରିଥିବାରୁ ୧୫ ଜଣ ଅଧିକାରୀଙ୍କୁ କଡା ଚେତାବନୀ ଦେଲେ ଜିଲ୍ଲାପାଳ। ସେପ୍ଟେମ୍ବର ମାସରେ ଏହି ୧୫ ଅଧିକାରୀଙ୍କ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନା ଅନୁସାରେ, ୭ ଜଣ ବିଡିଓ ସହିତ ସିଡିଏମଓ…

ପୁଣି ହୀରାକୁଦ ଜଳଭଣ୍ଡାର ଖୋଲିଲା ଆଉ ୪ଟି ଗେଟ୍ । ବର୍ତ୍ତମାନ ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।

Posted on September 24, 2025

ହୀରାକୁଦ ଖୋଲିଲା ଆଉ ୪ଟି ଗେଟ୍ , ର୍ଷାରେ ଉବୁଟୁବୁ ସମ୍ବଲପୁର । ଘରେ ପାଣି, ବାହାରେ ପାଣି । ଲହଡ଼ି ମାଡ଼ୁଛି ଆଣ୍ଠୁଏ ଉଚ୍ଚର ପାଣି । ଆସବାବପତ୍ର ସବୁ ପାଣିରେ ଭାସୁଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସହରର…

ଏସିଆ କପ୍ ସୁପର-୪ ପର୍ଯ୍ୟାୟରେ ଆଜି ଭାରତ ଓ ବାଂଲାଦେଶ ମୁହାଁମୁହିଁ

Posted on September 24, 2025

ଏସିଆ କପ୍ ସୁପର-୪ ପର୍ଯ୍ୟାୟରେ ଆଜି ଭାରତ ଓ ବାଂଲାଦେଶ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପାକିସ୍ତାନକୁ ହରାଇବା ପରେ ଟିମ୍ ଇଣ୍ଡିଆର ଏହା ଦ୍ୱିତୀୟ ମୁକାବିଲା, ଯେଉଁଥିରେ ବାଂଲାଦେଶ ଶ୍ରୀଲଙ୍କାଙ୍କୁ ହରାଇ ପୂର୍ବରୁ ବିଜୟ ପାଇଛି। ଏହି ମ୍ୟାଚ୍‌ରେ ଯେଉଁ ଦଳ ଜିତିବ ସେହି…

୨୭ରେ ଝାରସୁଗୁଡ଼ା ଆସି ଏକ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

Posted on September 24, 2025

୨୭ରେ ଆସୁଛନ୍ତି ମୋଦି । ଝାରସୁଗୁଡ଼ା ଆସି ଏକ ଜନସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡ଼ାର ଅମଲିପାଲି ଠାରେ ଯୁବ ସମାବେଶରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜୋରଦାର ଚାଲିଛି ପ୍ରସ୍ତୁତି । ଆଜି ରାଜସ୍ଵ…

ଠିକା ଶ୍ରମିକଙ୍କ ଆନ୍ଦୋଳନ

Posted on September 24, 2025

ଠିକା ସଂସ୍ଥା କେସିସିଏଲରେ ନିଯୁକ୍ତି ପ୍ରଦାନ ନେଇ ଠିକା ଶ୍ରମିକଙ୍କ ଆନ୍ଦୋଳନ । ପୁରୁଣା କର୍ମଚାରୀଙ୍କୁ ଅଗ୍ରାଧୀକାର ଭିତିରେ ନିଯୁକ୍ତି ପ୍ରଦାନ ନିମନ୍ତେ ଭୁବନେଶ୍ବରୀ କୋଇଲା ଖଣି ପରିସରରେ ଖଣି ବନ୍ଦ ଆନ୍ଦୋଳନ କରିଥିଲେ ଠିକା ଶ୍ରମିକ । ଯାହାକୁ ନେଇ ଖଣି ବନ୍ଦ…

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

September 2025
M T W T F S S
1234567
891011121314
15161718192021
22232425262728
2930  
« Aug   Oct »

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme