Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: September 26, 2025

ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରେ ଅଙ୍ଗୁର

Posted on September 26, 2025

ଆପଣ ନିଜ ରୋଗ ପ୍ରତିରୋଧକ ଶକ୍ତିକୁ ନେଇ ଚିନ୍ତିତ କି ? ଯଦି ହଁ, ତେବେ ଏହାକୁ କେତେକାଂଶରେ ଦୃଢ଼ କରିବା ପାଇଁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ଅଙ୍ଗୁର ସାମିଲ କରନ୍ତୁ ନା! ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ…

ବଢୁଛି ସୁନା- ରୂପା ମୂଲ୍ୟ, ଜାଣନ୍ତୁ ଆଜିର ନୂତନ ଦର

Posted on September 26, 2025

ବଢୁଛି ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ…

ମହିଳାଙ୍କୁ ମୋଦିଙ୍କ ବଡ଼ ଉପହାର, ଖାତାକୁ ଯିବ ୧୦ ହଜାର ଟଙ୍କା

Posted on September 26, 2025

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟ ଏବଂ କେନ୍ଦ୍ର ସରକାର ରାଜ୍ୟରେ ନିରନ୍ତର ବିକାଶମୂଳକ ପ୍ରକଳ୍ପ ଘୋଷଣା କରୁଛନ୍ତି। ଏହି ସମୟରେ, ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟରେ ମୁଖ୍ୟମନ୍ତ୍ରୀ ମହିଳା ନିଯୁକ୍ତି ଯୋଜନା ଆରମ୍ଭ କରିବେ। ସେ ଏହି ଯୋଜନାର ପ୍ରଥମ କିସ୍ତି ମଧ୍ୟ…

ନକଲି ଆଇପିଏସକୁ ବାନ୍ଧିଲା ଅସଲି ପୁଲିସ

Posted on September 26, 2025

 ନକଲି ପୁଲିସ ସିନା, ଆଉ ସବୁ ଥିଲା ଅସଲି । ଆଇପିଏସ ଲୋଗୋ ସହ ଟୋପି, ଷ୍ଟାର ଚିହ୍ନ ବି ଓଡ଼ିଶା ପୋଲିସର ଅବିକଳ। କେବଳ ପୁଲିସ ପୋଷାକ ନୁହେଁ, ଆର୍ମି ସହ ଅନେକ ସିଆରପି ପୋଷାକ, ସିଆଇଏସଏଫ ଭଳି ପୋଷାକ ଦେଖି ପୁଲିସ ତାଜୁବ…

ତାଳସାରୀ ବେଳାଭୂମିରୁ ୧୫୬ ଲିଟର ବିଦେଶୀ ମଦ ଜବତ; ୨ ବେପାରୀ ଫେରାର୍

Posted on September 26, 2025

ବାଲେଶ୍ଵର ଜିଲ୍ଲା ଭୋଗରାଇର ତାଳସାରୀ ବେଳାଭୂମିରେ ବଙ୍ଗୀୟ ନିଶା ବେପାରୀଙ୍କ ଦୌରାତ୍ମ୍ୟ। ଖୁଲମଖୁଲା କରୁଥିଲେ ନିଶା ବେପାର। ଚଢାଉ କଲା ସାମୁଦ୍ରିକ ଥାନା ପୁଲିସ। ତାଳସାରୀ ବେଳାଭୂମିରୁ ବିପୁଳ ପରିମାଣର ମଦ ଜବତ ହୋଇଛି। ୨ଟି ସ୍ଥାନରେ ଚଢାଉ କରି ୧୫୬ ଲିଟର ବିଦେଶୀ…

ଏବେ ‘ଆମ ସାଥି’ରେ ସରକାରୀ ସେବା, ହ୍ୱାଟ୍ସଆପ୍‌ରେ ସମସ୍ୟା ଜଣାଇପାରିବେ ଜନସାଧାରଣ

Posted on September 26, 2025

ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସେବା। ହ୍ୱାଟ୍ସଆପ୍‌ରେ ସମସ୍ୟା ଜଣାଇପାରିବେ ଜନସାଧାରଣ। ମିଳିବ ସମାଧାନ ବାଟ। ‘ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପଣ କଲେ ମୁଖ୍ୟ ଶାସନ ସଚିବ। ଏଣିକି ଜନ୍ମ ମୃତ୍ୟୁ ପ୍ରମାଣପତ୍ର ହେଉକି ଆଇନଗତ ଉତ୍ତରାଧିକାରୀ, ବାସସ୍ଥାନ, ଆୟ…

୪୧ ବର୍ଷ ପରେ ଏସିଆ କପ୍ ଫାଇନାଲରେ ଭାରତ-ପାକିସ୍ତାନ

Posted on September 26, 2025

୪୧ ବର୍ଷ ପରେ ପ୍ରଥମଥର ପାଇଁ ଏସିଆ କପ୍‌ କ୍ରିକେଟ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ। ରବିବାର ଦୁବାଇରେ ହେବାକୁଥିବା ଏହି ହାଇ ଭୋଲଟେଜ ମ୍ୟାଚକୁ ନେଇ କ୍ରୀଡାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସୁପର-୪ ପର୍ଯ୍ୟାୟରେ ପାକିସ୍ତାନ ଓ ବାଂଲାଦେଶକୁ ପରାସ୍ତ କରି…

ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା: ଭାରତୀକୁ ବଡ଼ ଝଟକା

Posted on September 26, 2025

ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା । ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା । ଆମେରିକାକୁ ରପ୍ତାନି ହେଉଥିବା ଯେ କୌଣସି ବ୍ରାଣ୍ଡେଡ କିମ୍ବା ପେଟେଣ୍ଟ ଔଷଧ ଉତ୍ପାଦ ଉପରେ ୧୦୦% ଶୁଳ୍କ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହା…

ବେଆଇନ ବାଣ ଗୋଦାମରେ ପୁଲିସର ଚଢାଉ, ୧୦ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ

Posted on September 26, 2025

ସୁନ୍ଦରଗଡ ସହରରେ ଥିବା ଏକ ବାଣ ଗୋଦାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ ହୋଇଛି । ରାଜଗାଙ୍ଗପୁର ପୁଲିସ ସହରର ବଗିଚାପଡ଼ାରେ ଚଢଉ କରି ୧୦ ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ କରିଛି। ସୂଚନା ମୁତାବକ, ସହରରେ ବେଆଇନ ବାଣ ମହଜୁଦ ରଖାଯାଇଥିବା ନେଇ ବିଶ୍ବସ୍ତ ସୂତ୍ରରୁ ଖବର ପାଇବା ପରେ ରାଜଗାଙ୍ଗପୁର ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରୀ…

ଖଟିଆରେ ୨କିଲୋମିଟର ବୁହା ହୋଇ ନଈ ପାର ହେଲେ ଗର୍ଭବତୀ।

Posted on September 26, 2025

ପୁଣି ଖଟିଆରେ ବୁହା ହୋଇ ଉଛୁଳା ନଈ ପାର ହେଲେ ଗର୍ଭବତୀ। ଏ ଦୃଶ୍ୟ ହେଉଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଗୁଣ୍ଡିଚାନାଳୀ କଳାମାଟି ସାହିର। ସାହିର କର୍ମୀ ମୁର୍ମୁଙ୍କ ଅସହ୍ୟ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ସମ୍ପର୍କୀୟ ମାନେ ଏକ ଖଟିଆରେ ଧରି…

Posts pagination

1 2 Next

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

September 2025
M T W T F S S
1234567
891011121314
15161718192021
22232425262728
2930  
« Aug   Oct »

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme