Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: September 27, 2025

୬୦ ହଜାର କୋଟିର ପ୍ରକଳ୍ପ ନେଇ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

Posted on September 27, 2025

ଝାରସୁଗୁଡା ବିମାନବନ୍ଦରରେ ବିଶେଷ ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଥିଲେ। ପାରମ୍ପରିକ ନାଚ-ଗୀତ ସହିତ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ କରାଯାଇଥିଲା। ବିମାନବନ୍ଦରରୁ ରୋଡ୍‌ଶୋ ମାଧ୍ୟମରେ ସେ ଅମଲିପାଲି ସମାବେଶ ସ୍ଥଳକୁ ଯାଉଛନ୍ତି।…

ଖୋଜାପଲ୍ଲୀ ଗ୍ରାମରୁ ୩ କିଲୋ ଓଜନର ବଜ୍ରକାପ୍ତା ଉଦ୍ଧାର

Posted on September 27, 2025

ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର। ଖଲ୍ଲିକୋଟ ବନ କର୍ମଚାରୀମାନେ ବଜ୍ରକାପ୍ତାଟିକୁ ଉଦ୍ଧାର କରି ଖଲ୍ଲିକୋଟ ବନାଞ୍ଚଳର ଏକ ସୁରକ୍ଷିତ ସ୍ଥାନରେ ଛାଡ଼ି ଦେଇଛନ୍ତି। ଏହାର ଓଜନ ପ୍ରାୟ ୩ କିଲୋ ହୋଇଥିବା ବେଳେ ଲମ୍ବ ଦୁଇ ଫୁଟ ହେବ…

ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା, ୩ ଗୁରୁତର

Posted on September 27, 2025

    ଯାଜପୁର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ପାଣିକୋଇଲି ପୁରୁଣା ଟୋଲଗେଟ୍ ଛକ ନିକଟରେ ବସ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତ୍ରିରେ ପାଣିକୋଇଲି ଥାନା ପୁରୁଣା ଟୋଲଗେଟ୍ ଛକ ନିକଟରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ,  ଜିଲ୍ଲାକୁ ରେଡ୍ ଆଲର୍ଟ

Posted on September 27, 2025

  ଶନିବାର ଦକ୍ଷିଣ ଓଡ଼ିଶାରେ  ନିର୍ଧୁମ ବର୍ଷା ହୋଇପାରେ । ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ନୂଆପଡ଼ାରେ  ପ୍ରବଳ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ  ବହିପାରେ ।…

ଚତୁର୍ଥ ପ୍ରୟାସରେ ସଫଳତା, କଙ୍କିଳିର ପୁଅକୁ ଚାରିଆଡୁ ମିଳୁଛି ଶୁଭେଚ୍ଛା

Posted on September 27, 2025

ପ୍ରକାଶ ପାଇଲା OPSC ରେଜଲ୍ଟ ଯେଉଁଥିରେ ତାଳଚେର କଙ୍କିଳି ଗ୍ରାମର ଶଶାଙ୍କ ଶେଖର ସାମଲ ୧୫୧ ରାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । କଙ୍କିଳି ଗ୍ରାମର ସୁଧାକର ସାମଲ ଓ ପ୍ରଗତି ସାମଲଙ୍କ ବଡ଼ ପୁଅ ଶଶାଙ୍କ ଶେଖର ସାମଲ ଚତୁର୍ଥ ଥରରେ ଏହି…

Posts pagination

Previous 1 2

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

September 2025
M T W T F S S
1234567
891011121314
15161718192021
22232425262728
2930  
« Aug   Oct »

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme