ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅଁଳାବେରେଣୀ ନିକଟରେ ଦେଖିବାକୁ ମିଳିଛି ଛାତିଥରା ସଡ଼କ ଦୁର୍ଘଟଣା। ଯାହାର ଲାଇଭ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ତେବେ କେତେ ହୃଦୟ ବିଦାରକ ଥିଲା ସେ ସମୟର ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ…
Day: September 29, 2025
ବସ ଷ୍ଟାଣ୍ଡ ପାଖ ନାଳରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କନ୍ତୋର ଗାଁ ବସ ଷ୍ଟାଣ୍ଡ ପାଖ ନାଳରେ ବୁଡି ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କନ୍ତୋର ଗାଁର ବସନ୍ତ ବିଶ୍ୱାଳ। ବସନ୍ତ ଘର ପାଖ ନାଳକୁ ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନାଳରେ…
ଅକ୍ଟୋବର ୧ରେ ଆଉ ଏକ ଲଘୁଚାପ ସମ୍ଭାବନା
ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା…

