ଲେଡିଜ୍ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆତଙ୍କରାଜ। ଲେଡିଜ୍ ହଷ୍ଟେଲ ଗେଟ୍ ଡେଇଁ ପ୍ରଥମ ମହଲାରେ ଶୋଇଥିବା ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ। ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସୂଚନାନୁଯାୟୀ, ଭୁବନେଶ୍ଵର ଶୈଳଶ୍ରୀବିହାର ଅଞ୍ଚଳରେ ଥିବା ଏକ ଲେଡିଜ୍ ହଷ୍ଟେଲ୍ ଗେଟ୍ ଡେଇଁ ଜଣେ ଦୁର୍ବୃତ୍ତ…
Day: October 13, 2025
ପୋଖରୀରୁ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର
ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ମେରାମଣ୍ଡଳୀ ଗାଁ ନିକଟରୁ ଜଣେ ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଶ୍ରମିକ ଜଣକ ଅଶ୍ରୁଧିନ ଅଂଶରୀ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ କରୁଛି । ସୂଚନା ମୁତାବକ, ଶ୍ରମିକ…
ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍, ୩ ଗୁରୁତର ୭ ଆହତ
ଘଟଗାଁ ତାରିଣୀ ଦର୍ଶନ କରି ଫେରିବା ବେଳେ ଅଘଟଣ। ବୋଲେରୋକୁ ଧକ୍କା ଦେଲା ଅଜଣା ଟ୍ରକ୍। ସୋମବାର ଭୋର୍ ସମୟରେ ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣ ଗୁରୁତରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି।…
ମୌସୁମୀ ପ୍ରତ୍ୟାବର୍ତ୍ତନ, ୧୧ ଜିଲ୍ଲାକୁ ଆଲର୍ଟ
ସୋମବାରଠାରୁ ରାଜ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ତେଲଙ୍ଗାନାର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ସୋମବାର ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି…

