ବାଲେଶ୍ୱର ଜିଲ୍ଲା ସିନେମା ଛକ ସ୍ଥିତ ବନଜା ବେଙ୍ଗଲ କସମେଟିକ ଷ୍ଟୋରରେ ବୁଧବାର ଭୋରୁ ଲାଗିଲା ନିଆଁ । ଏହି ଆଗ୍ନିକାଣ୍ଡରେ ୩ମହଲା ବିଶିଷ୍ଟ କସମେଟିକ ଷ୍ଟୋରରେ ଥିବା ସମସ୍ତ ସାମଗ୍ରୀ ନିଆଁରେ ପୋଡ଼ିଯାଇଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିଛନ୍ତି । ସୂଚନା ମୁତାବକ, ବାଲେଶ୍ୱର ଜିଲ୍ଲା ସିନେମା…
Day: October 15, 2025
ନୀତି ବହୁଳ ଦିନରେ ଶ୍ରୀବିଗ୍ରହଙ୍କ ଦିବା ପହୁଡ଼
କାର୍ତ୍ତିକ ମାସର ନୀତି ବହୁଳ ଦିନରେ ମଧ୍ୟ ମହାପ୍ରଭୁଙ୍କ ଦିବାପହୁଡ଼ ସମ୍ଭବ ହୋଇଛି । ମଙ୍ଗଳବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଅନୁଷ୍ଠିତ ହୋଇଥିଲା । ଅପରାହ୍ଣ ସାଢ଼େ ୪ଟାରେ ଶ୍ରୀବିଗ୍ରହଙ୍କ ଦିବାପହୁଡ଼ ହୋଇଥିଲା । ପ୍ରାୟ ୨ ଘଣ୍ଟା ଠାକୁରଙ୍କ ଦର୍ଶନ…
ବର୍ଷା ଛାଡିବା ପରେ ଶୀତ ଅନୁଭୂତ
ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…

