ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ ଜିଲ୍ଲାରେ ହାଇଦ୍ରାବାଦ-ବେଙ୍ଗାଲୁରୁ ହାଇୱେରେ ବସରେ ନିଆଁଲାଗିଯିବାରୁ ୨୦ ଜଣଙ୍କ ଜୀବନ ଚାଲିଯାଇଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ…
Day: October 24, 2025
ବିଜ୍ଞାପନ ଜଗତକୁ ବଡ଼ ଝଟକା, ପରଲୋକରେ ବିଜ୍ଞାପନ ଗୁରୁ
ଭାରତୀୟ ବିଜ୍ଞାପନ ଜଗତ ଏକ ବଡ଼ ଝଟକା ଲାଗିଛି। ବିଜ୍ଞାପନ ଗୁରୁ ଭାବରେ ଜଣାଶୁଣା ପୀୟୁଷ ପାଣ୍ଡେଙ୍କର ୭୦ ବର୍ଷ ବୟସରେ ମୁମ୍ବାଇରେ ପରଲୋକ ହୋଇଛି। ସେ ‘ଅବକି ବାର ମୋଦି ସରକାର’ ଏବଂ ‘ଥଣ୍ଡା ମତଲବ କୋକା-କୋଲା’ ସମେତ ଅନେକ ପ୍ରସିଦ୍ଧ ବିଜ୍ଞାପନ…
ରାସ୍ତା ନଥିବାରୁ ବାଇକରେ ଶବ ବୁହା ଘଟଣା, ଆଲୋଡନ ବୌଦ୍ଧରେ
ବୌଦ୍ଧ ଜିଲ୍ଲା ଆଡେଣିଗଡ଼ ପଞ୍ଚାୟତର କାଚପାଜୁ ଗ୍ରାମରେ ଦୁଃଖଦ ଘଟଣା ଘଟିଛି । ରାସ୍ତା ନଥିବାରୁ ଜଣେ ମହିଳାଙ୍କ ଶବକୁ ପରିବାର ଲୋକେ ବାଇକରେ ବୋହି ୬ କିମି ଦୂରରୁ ଗାଁକୁ ନେଇଛନ୍ତି । ସୂଚନା ଅନୁଯାୟୀ, ଦୁତିଆ ବେହେରାଙ୍କ ପତ୍ନୀ ସୁନାମତି ବେହେରା…
ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ପାଇଁ ୪୪ ଓକିଲ
ପୀତବାସ ପଣ୍ଡା ହତ୍ୟା ମାମଲା ନେଇ ନୂଆ ତଥ୍ୟ ଆସିଛି । ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ପକ୍ଷରେ ୪୪ ଜଣ ଓକିଲ କୋର୍ଟରେ ଓକିଲାତିନାମା ଦାଖଲ କରିଛନ୍ତି । ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ସୁଦର୍ଶନ ଜେନା ଆତ୍ମସମର୍ପଣ ପରେ ପଚରାଉଚରା ହେବା ପରେ…
ମା’ କାଳୀଙ୍କ ମେଢ ବୁଲିଲେ ମୁଖ୍ୟମନ୍ତ୍ରୀ
କାଳୀ ମେଢ ବୁଲି ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ସନ୍ଧ୍ୟାରେ କେନ୍ଦୁଝର ସହରର ମାଧପୁର କାଳୀ ମନ୍ଦିରକୁ ଯାଇଥିଲେ । ସେଠାରେ ମା କାଳୀଙ୍କୁ ଆଳତି କରି ପୁଷ୍ପାଞ୍ଜଳି ଦେଇ ଆଶୀର୍ବାଦ ନେଇଥିଲେ । ମନ୍ଦିର…
‘ଜଗନ୍ନାଥ ଧାମ’ ନାମରେ ସୋସିଆଲ୍ ମିଡିଆ ଆଇଡି
ଦୀଘା ଜଗନ୍ନାଥ ଧାମ ନୁହେଁ । ପଶ୍ଚିମବଙ୍ଗର ଦୀଘାରେ କେବଳ ଜଗନ୍ନାଥ ମନ୍ଦିର । ବିଶ୍ବରେ କେବଳ ଗୋଟିଏ ଜଗନ୍ନାଥ ଧାମ, ସେ ହେଉଛି ଶ୍ରୀକ୍ଷେତ୍ର ପୁରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାସସ୍ଥଳୀ । ମାତ୍ର ଏ କଥା ଦିଦିଙ୍କୁ ବୁଝାଇବ କିଏ । ଦୀଘା…
ବେକରେ ଜୋତାମାଳ ପିନ୍ଧାଇ ବୁଲାଇବା ପଡିଲା ମହଙ୍ଗା, ୪ ଜଣଙ୍କୁ ବାନ୍ଧିଲା ପୁଲିସ
ଆନନ୍ଦପୁର ଥାନା ଷଡ଼ଙ୍ଗୀ ଗ୍ରାମରେ ପୁଅ ଝିଅଙ୍କ ବେକରେ ଜୋତମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ଭିଡିଓ ଭାଇରାଲ ହେଉଛି । ଏହାକୁ ନେଇ ଥାନାରେ ଅଭିଯୋଗ ପରେ ଆନନ୍ଦପୁର ପୁଲିସ ୨୮୬/୨୫ ରେ ଏକ ମାମଲା ରୁଜୁ କରି ଷଡ଼ଙ୍ଗୀ ଗ୍ରାମର ମିନତୀ…
ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ
ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ। ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ। ନିର୍ଦ୍ଧିଷ୍ଟ ସମୟରେ ଚକ ଥିବା ଟ୍ରଲିରେ ଜିନିଷ ରଖି ବେପାର କରିବେ। ସମୟ ସରିଲେ ରାସ୍ତା ଉପରେ ଆଉ ଠେଲା ଗାଡ଼ିକୁ ରଖିପାରିବେନି ବୋଲି କଡ଼ା ଚେତାବନୀ…
ଡାଲି ଚାଷରେ ଆତ୍ମନିର୍ଭର ଅଭିଯାନ: ଓଡ଼ିଶା ହେବ ‘ବିହନ ହବ’
ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶାକୁ ‘ବିହନ ହବ’ ଭାବେ ଗଢ଼ି ତୋଳାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି। ତାଙ୍କ ଅଧ୍ୟକ୍ଷତାରେ ହୋଇଥିବା ସଘନ କୃଷି ବୈଠକରେ ବିଲୁପ୍ତପ୍ରାୟ ଖାଦ୍ୟ ଓ ଡାଲି ଫସଲ ପୁନରୁଦ୍ଧାର ଉପରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କ…
୧୯ ଜିଲ୍ଲାର ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କେଜି ଚାଉଳ
ଅଗାମୀ ତିନି ମାସ ପାଇଁ ରାଜ୍ୟର ୧୯ଟି ଜିଲ୍ଲାର ହିତାଧିକାରୀଙ୍କୁ ପ୍ରତି ପରିବାରକୁ ଅତିରିକ୍ତ ୫ କେଜି ଚାଉଳ ମିଳିବ । ଏହି ଘୋଷଣା କରିଛି ଖାଦ୍ୟ, ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ । ନଭେମ୍ବର ୧୦ ମଧ୍ୟରେ ବଣ୍ଟନ ସମ୍ପୂର୍ଣ୍ଣ କରିବାକୁ…

