Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: November 12, 2025

ସାମୁଦ୍ରିକ ଥାନାଞ୍ଚଳରେ ହାଇ ଆଲର୍ଟ, ନାହାନ୍ତି ଆବଶ୍ୟକ କର୍ମଚାରୀ

Posted on November 12, 2025

ଦିଲ୍ଲୀ ବିସ୍ଫୋରଣକୁ ନେଇ ସାରା ଦେଶରେ ଏବେ ହାଇ ଆଲର୍ଟ । ଏହି ସମୟରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । କେବଳ ଦିଲ୍ଲୀ ନୁହେଁ ଏହା ଉପରେ ଏବେ ସାରା ଦେଶର ନଜର । କିନ୍ତୁ ଏପଟେ…

ପ୍ରଥମାଷ୍ଟମୀ ବୈଶିଷ୍ଟ୍ୟ

Posted on November 12, 2025

ମାର୍ଗଶିର କୃଷ୍ଣଅଷ୍ଟମୀ ତିଥିଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ତପ ସରିବା ପରେ ୩ବାଡରେ ମଇଲମ କରାଯାଇ ପୂଜାପଣ୍ତା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ । ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି । ପୂଜାପଣ୍ତା , ପତିମହାପାତ୍ର, ମୂଦିରସ୍ତ ସେବକ ଘଟୁଆରି…

ବିହାରରେ ବାଜି ମାରିବ ଏନଡିଏ, ୬ଟି ଏକଜିଟ ପୋଲ ଏନଡିଏ ସପକ୍ଷରେ

Posted on November 12, 2025

ବିହାରରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ସରକାର ଗଠନ ପାଇଁ ସ୍ପଷ୍ଟ ଅଗ୍ରଗତିରେ ରହିଛି। ମୋଟ ୬ଟି ଏକଜିଟ ପୋଲ ଆକଳନରେ ଏନଡିଏ ପକ୍ଷରେ ଫଳ ଆସିଛି। ଦୈନିକ ଭାସ୍କର ଅନୁସାରେ, ଏନଡିଏ ୧୪୫ରୁ ୧୬୦ ଆସନ ପାଇପାରେ, ଯେଉଁଠି ମହାଗଠବନ୍ଧନକୁ ୭୩ରୁ ୯୧…

ବିଦେଶୀ ଛାତ୍ରଙ୍କୁ ରୋକିଲେ ବନ୍ଦ ହୋଇଯିବ ଆମେରିକୀୟ ବିଶ୍ୱବିଦ୍ୟାଳୟ

Posted on November 12, 2025

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ବିଦେଶୀ ଛାତ୍ରମାନଙ୍କୁ ଆମେରିକାରେ ପଢ଼ିବାକୁ ଅନୁମତି ଦେବା ପାଇଁ କରିଛନ୍ତି ସମର୍ଥନ। ସେ କହିଛନ୍ତି ଯେ, ଏହା କେବଳ ଦେଶର ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରେ ନାହିଁ ବରଂ ଆର୍ଥିକ ଦୃଷ୍ଟିରୁ ମଧ୍ୟ ଅତ୍ୟନ୍ତ ଲାଭଦାୟକ। ଫକ୍ସ ନ୍ୟୁଜ୍…

ଆଜିଠୁ ଓଟିଇଟି ପରୀକ୍ଷା ପାଇଁ ଅନଲାଇନ ଆବେଦନ,ନଭେମ୍ୱର ୨୫ ଯାଏଁ ଆବେଦନ କରିପାରିବେ ପରୀକ୍ଷାର୍ଥୀ

Posted on November 12, 2025

ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ ବା ଓଟିଇଟି ପରୀକ୍ଷା ପାଇଁ ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ । ଆଜିଠୁ ନଭେମ୍ୱର୨୫ ତାରିଖ ମଧ୍ୟରାତ୍ରି ଯାଏଁ ଅନଲାଇନରେ ଆବେଦନ କରିପାରିବେ ପରୀକ୍ଷାର୍ଥୀ । ମାଧ୍ୟମିକ ଶିକ୍ଷା ପରିଷଦର www. bse odisha.in ୱେବସାଇଟରେ ଅନଲାଇନ…

କ୍ଷତିପୂରଣ ଦାବିରେ ରାସ୍ତାରେ ବସିଲେ ଗ୍ରାମବାସୀ

Posted on November 12, 2025

ବିଲରେ ଅମଳ ହେବାକୁ ଥିବା ପାଚିଲା ଧାନ ଫସଲ ଜଗିବାକୁ ଯାଉଥିବାବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ି ୨ ଜଣ ଚାଷୀଙ୍କ ଜୀବନ ଯାଇଛି। ମୃତକଦ୍ବୟ ହେଲେ ଜମନକିରା ଥାନା ଅନ୍ତର୍ଗତ କୁତବ ଗାଁ’ର ଗଙ୍ଗାରାମ ପଟେଲ୍ ଏବଂ ଯୁଯୁମୁରା ଥାନା ଅନ୍ତର୍ଗତ ଟାମ୍ପରଗଡ଼ ଗାଁର…

କୂଅରୁ ମିଳିଲା ନିଖୋଜ ବୃଦ୍ଧଙ୍କ ମୁତଦେହ

Posted on November 12, 2025

ୋର୍ଦ୍ଧାଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ବଡ଼ବେରେଣା ଗ୍ରାମର ୭୫ ବର୍ଷୀୟ ବୃଦ୍ଧ ଦାମୋଦର ସାହୁ ଗତ ସୋମବାର ଠାରୁ କେଉଁ ଆଡେ ନିଖୋଜ ଥିବା ପରିବାର ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ହୋଇଥିଲା। ତେବେ ସକାଳୁ ମହିଳାମାନେ ତାଙ୍କ ଘର ପାଖ ଏକ କୂପରୁ…

ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗତକାଲି ରାତିରେ ଘରେ ବେହୋସ ହୋଇଯାଇଥିଲେ

Posted on November 12, 2025

ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ…

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର

Posted on November 12, 2025

ଆଜି ପ୍ରଥମାଷ୍ଟାମୀ । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ପୋଢୁଆଁ ହେବେ ବଡ଼ଠାକୁର । ଗତକାଲି ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର । ପ୍ରଥମାଷ୍ଟମୀ ନୀତି ଅନୁସାରେ, ଭୋଗ ମଣ୍ଡପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ…

ଦିଲ୍ଲୀ ବିସ୍ପୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର

Posted on November 12, 2025

ଦିଲ୍ଲୀ ବିସ୍ପୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର । ନୟାପଲ୍ଲୀ, ଇନ୍ଫୋଭେଲୀ, ଭରତପୁର , କ୍ୟାପିଟାଲ ଆଦି ବିଭିନ୍ନ ଥାନା ଅଂଚଳରେ ପାଟ୍ରୋଲିଙ୍ଗ କଡାକଡି କରାଯାଇଛି । ସେହିଭଳି ବିଭିନ୍ନ ଅଞ୍ଚଳରେ ନାକା ଲଗାଯାଇ ଗାଡ଼ି ମୋଟର ଚେକିଂ କରାଯାଉଛି । ରେଲୱେ ଷ୍ଟେସନ,…

Posts pagination

Previous 1 2 3 4 Next

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

November 2025
M T W T F S S
 12
3456789
10111213141516
17181920212223
24252627282930
« Oct    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme