ଆଜି ପ୍ରଥମାଷ୍ଟମୀ । ଘରର ବଡ଼ ମାନେ ନୂଆ ବସ୍ତ୍ର ପିନ୍ଧିବା ପରମ୍ପରା ରହିଛି । ଏହି ଅବସରରେ ଘରେ ଘରେ ପିଠାପଣା ହୋଇଛି। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ହେଉଛି, ପ୍ରଥମାଷ୍ଟମୀରେ ହେଉଥିବା ଏଣ୍ଡୁରୀ ପିଠା ହଳଦୀପତ୍ରରେ…
Day: November 12, 2025
ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା
ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ତାଲିକା। ୨୦୨୬ରେ ୨୯ଟି ସରକାରୀ ଛୁଟି ରହିଛି । ଏଥିରୁ ୬ଟି ଛୁଟି ଦ୍ୱିତୀୟ ଶନିବାର ଓ ରବିବାରରେ ପଡ଼ୁଥିବାରୁ ଅଯଥାରେ ଚାଲିଯିବ। ସେହିପରି ନୂଆଖାଇ ପାଇଁ ଦୁଇ ଦିନ…
ଆହୁରି ୩ ଡିଗ୍ରୀ ଖସିବ ପାରଦ
ରାଜ୍ୟରେ ପୁଣି ୩ ଡିଗ୍ରୀ କମିବ ପାରଦ । ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ କମିପାରେ । ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ଶୀତ ଲହରୀ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।…

