ଯାତ୍ରୀବାହୀ ବସ୍କୁ ଧକ୍କା ଦେଲା ଟ୍ରକ୍। ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର। ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ପୁରୁଣାକଟକ ମେଡିକାଲରେ…
Day: November 18, 2025
ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ, ରାସ୍ତାର ଉଭୟ ପାର୍ଶ୍ବରେ ଅଟକି ରହିଛି ଗାଡ଼ି ମୋଟର
ଆଜି ୧୨ ଘଣ୍ଟିଆ କେନ୍ଦୁଝର ଜିଲ୍ଲା ବନ୍ଦ । ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସଦର ଥାନା ଅଞ୍ଚଳରେ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ବନ୍ଦ ଯୋଗୁଁ ଗାଡି ମୋଟର ଚଳାଚଳ…
ବୁଧବାରଠୁ ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ । କିନ୍ତୁ ଆଭ୍ୟନ୍ତରୀଣ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଶୀତ ଅନୁଭୂତ ହେବ । ମଙ୍ଗଳବାର ରାତିରୁ ତାପମାତ୍ରା ବଢ଼ିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ…
ତାଳଚେର ୱାର୍କିଂ ଜର୍ଣାଲିଷ୍ଟସ ଆସୋସିଏସନ୍ ପକ୍ଷରୁ ଫୋର୍ଥ ପିଲାର ଆୱାଡ ସେରିମନି ଅନୁଷ୍ଠିତ
ତାଳଚେର: ଜାତୀୟ ପ୍ରେସ ଦିବସ ଅବସରରେ ତାଳଚେର ୱାର୍କି ଜର୍ଣାଲିଷ୍ଟସ ଆସୋସିଏସନ୍ ପକ୍ଷରୁ ଫୋର୍ଥ ପିଲାର ଆୱାଡ ସେରିମନି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁନ୍ଦର ଏବଂ ବର୍ଣାଢ୍ୟ କରିବା ଉଦ୍ଦେଶ୍ୟରେ କୃତିମ ବୁଦ୍ଧିମତ୍ତା ର ଯୁଗରେ ଗଣମାଧ୍ୟମର ଭୂମିକା ସମ୍ପର୍କିତ ଆଲୋଚନା…
