ହଂକଂ ତାଇ-ପୋର ଏକ ରେସିଡେନ୍ସିଆଲ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ । ୪୪ଜଣ ଜୀଅନ୍ତା ଜଳିଯାଇଥିବା ବେଳେ ୩୦୦ଶହରୁ ଅଧିକ ନିଖୋଜ ଅଛନ୍ତି । ନିଆଁ ଲିଭାଇବାକୁ ୧୪୦ ଅଗ୍ନିଶମ ଗାଡ଼ି ଲାଗିଥିବା ବେଳେ, ୬୦ରୁ ଅଧିକ ଆମ୍ବୁଲାନ୍ସ ମୁତୟନ ହୋଇଛନ୍ତି । ପ୍ରାୟ ୯ଶହ…
Day: November 27, 2025
ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ
ନଭେମ୍ବର ୨୭ରୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ବିଧାନସଭା ଶୀତ ଅଧିବେଶନ ଆଜି ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ସହିତ ଗୃହରେ ତୀବ୍ର ସଙ୍ଘର୍ଷ ସୂଚନା ମିଳୁଛି। ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହେବାକୁ ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ତିନି ପ୍ରମୁଖ…
ହିସରା ଗାଁରେ ଗୋଷ୍ଠୀ ସଂଘର୍ଷ, ୫ ଆହତ
ଦହିସରା ଗାଁରେ ଗୋଷ୍ଠୀ ସଂଘର୍ଷ । ଉଭୟ ଗୋଷ୍ଠୀରୁ ୫ ଆହତ ମେଡିକାଲରେ ଭର୍ତ୍ତି । ଆଠଗଡ଼ ଥାନା ଅନ୍ତର୍ଗତ ଦହିସରା ଗାଁରେ ପୁର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ପିଟାପିଟି ହୋଇ ରକ୍ତାକ୍ତ ହୋଇଛନ୍ତି । ସମସ୍ତ ଆହାତଙ୍କୁ ଆଠଗଡ଼…
ଆଲୋକୀକରଣ ହେବ ଶ୍ରୀମନ୍ଦିର, ଖର୍ଚ୍ଚ ହେବ ୧୭ କୋଟି ୧୨ ଲକ୍ଷ
ଶ୍ରୀମନ୍ଦିର ଆଲୋକୀକରଣ ହେବ। ଏଥିପାଇଁ ଖର୍ଚ୍ଚ ହେବ ୧୭ କୋଟି ୧୨ ଲକ୍ଷ। ଏହି ଅର୍ଥ ଅବଢ଼ା ଯୋଜନାରେ ଖର୍ଚ୍ଚ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସରକାରଙ୍କୁ ଅନୁରୋଧ କରିବ। ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ପ୍ରସ୍ତୁତ କରିଥିବା ଡିପିଆର୍କୁ ମୋହର ମାରିଛି ପରିଚାଳନା କମିଟି। ସରକାର…
ପହିଲାରୁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର, ମୁଣ୍ଡପିଛା ୧୦ ଟଙ୍କା ନେବ ଶ୍ରୀମନ୍ଦିର ପ୍ରଶାସନ
ଡିସେମ୍ବର ପହିଲାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର। ଦୀର୍ଘ ୬ ବର୍ଷ ବନ୍ଦ ରହିବା ପରେ ଏହାକୁ ଖୋଲିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପରେ ଏହି ସୂଚନା ଦେଇଛନ୍ତି। ୧ ତାରିଖରୁ ଏହାକୁ ପରୀକ୍ଷାମୂଳକ…
ହନୁମାନ ମନ୍ଦିରରୁ ଦ୍ଵିଭାଷୀ ଶିଳାଲେଖ ଠାବ
୩୦୦ ବର୍ଷ ପୁରୁଣା ହନୁମାନ ମନ୍ଦିରରୁ ଦ୍ଵିଭାଷୀ ଶିଳାଲେଖ ଠାବ। ଗଜପତି ଜିଲ୍ଲା ପାରଳଖେମୁଣ୍ଡିର ରାଜ୍ୟ ପ୍ରତ୍ନତତ୍ତ୍ଵ ବିଭାଗ ଅନ୍ତର୍ଗତ ଥିବା ହନୁମାନ ମନ୍ଦିରରୁ ଏହି ଦ୍ଵିଭାଷୀ ଶିଳାଲେଖ ଠାବ ହୋଇଛି। ଯାହାକୁ ପୁରୁଣାପାଟଣା ନିବାସୀ ଶିକ୍ଷକ ପି. ଆପଲ୍ ରାଜୁ ଠାବ କରି…
ରାସ୍ତା କଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତା କଡ଼ରେ ପଡ଼ି ରହିଛି। ପାଖରେ ଏକ ହ୍ୟାଣ୍ଡ ବ୍ୟାଗ୍ ,ହେଲମେଟ ,ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୁହଁ ତଳକୁ…
ହ୍ବାଇଟ ହାଉସ୍ ନିକଟରେରେ ଗୁଳିକାଣ୍ଡ , ୨ କମାଣ୍ଡୋ ଆହତ
ଆମେରିକା ୱାଶିଂଟନ୍ ଡିସିରେ ଗୁଳିକାଣ୍ଡ । ଯେଉଁଥିରେ ୟୁଏସ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡର ଦୁଇ ଜଣ କମାଣ୍ଡୋ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁଳିମାଡ କରିଥିବା ବ୍ୟକ୍ତିକୁ ଗିରଫ କରାଯାଇଛି। ଏନେଇ ଏଫବିଆଇ ନିର୍ଦ୍ଦେଶକ କାସ୍ ପଟେଲ ସୂଚନା…
ବଙ୍ଗୋପସାଗରରେ ଯୋଡ଼ା ବାତ୍ୟା, ଅଶାନ୍ତ ରହିବ ସମୁଦ୍ର
ବଙ୍ଗୋପସାଗରରେ ବାତ୍ୟା ଭୟ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଶ୍ରୀଲଙ୍କା ଉପକୂଳରେ ଏବେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା ପରବର୍ତ୍ତୀ ୧୨ ରୁ ୧୮ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ପରେ ଏହା ଆହୁରି ବଳ ଗୋଟାଇବା ସହ…
ଦୁଇ ଦିନ ହାଡ଼ଭଙ୍ଗା ଜାଡ଼, ୪ଟି ସ୍ଥାନରେ ୧୨ ଡିଗ୍ରୀ ତଳେ ପାରଦ
କିଛିଦିନର ବିରତି ପରେ ରାଜ୍ୟକୁ ଫେରିଛି ଶୀତ । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ…
