ଭାରତ-ସାଉଥ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ କୋଲକତାର ଐତିହାସିକ ଇଡେନ ଗାର୍ଡେନ୍ସକୁ ଖେଳାଯାଉଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି ଦକ୍ଷିଣ ଆଫ୍ରିକା । ଭାରତ ପ୍ରଥମେ ବୋଲିଂ କରୁଛି । ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଆହତ ରିଷଭ…
Month: November 2025
ଜେଲରୁ ଫେରିଲେ , ଗୋଡ଼ାଇ ହାଣିଲେ
ବଟି ମାଗିବାକୁ କେନ୍ଦ୍ର କରି ହାଣିଲେ ଜେଲ ଫେରନ୍ତା । ଫୁଲେଶ୍ୱରୀ ବସ୍ତିରେ ବୁଲିଲା ଖଣ୍ଡା । ହାର୍ଡକୋର କ୍ରିମିନାଲ ଦୀପ୍ତିରଞ୍ଜନ ଓରଫ ଚାମ୍ବା ହାଣିଥିବା ଅଭିଯୋଗ । ଦଫା ୧୧୦ ଅଧୀନରେ ଜେଲରେ ଥିବା ଚାମ୍ବା ଦୁଇଦିନ ତଳେ ଜେଲରୁ ଫେରିଥିଲା ।…
ବିହାରରେ ଭୋଟ ଗଣତି ଆରମ୍ଭ, ଆଜିଅଛି ନିଷ୍ପତ୍ତିର ଦିନ
ବିହାରରେ ଦୁଇ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ଫଳାଫଳ ଆଜି (ନଭେମ୍ବର 14) ଘୋଷିତ ହେବ। ସକାଳ 8ଟାରୁ ସମଗ୍ର ରାଜ୍ୟରେ ଭୋଟ ଗଣତି ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍ ଗଣତି ହେଉଛି। 38ଟି ଜିଲ୍ଲାର 46ଟି କାଉଣ୍ଟିଂ ସେଣ୍ଟରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।…
ଆଜି ନୂଆପଡ଼ା ରେଜଲ୍ଟ ଡେ, ଫଳାଫଳ କହିବ କିଏ ଦଖଲ କରୁଛି ନୂଆପଡ଼ା
ଆଜି ରେଜଲ୍ଟ ଡେ । ଆସିବ ନୂଆପଡ଼ା ଓ ବିହାର ରାୟ । ସବୁ କଳ୍ପନାଜଳ୍ପନାର ଅନ୍ତ ହେବ । କିଛି ସମୟ ପରେ ଆରମ୍ଭ ହୋଇଯିବ ଭୋଟ ଗଣତି । କଡ଼ା ସୁରକ୍ଷା ବଳୟ ଭିତରେ ଭୋଟ ଗଣତି ହେବ । ଜିଲ୍ଲା…
ପୁଣେରେ ଭୟଙ୍କର ସଡ଼କ ଦୁର୍ଘଟଣା: ୮ ମୃତ, ୧୫ ଗୁରୁତର
ମୁମ୍ବାଇ: ବେଙ୍ଗଲୁରୁ ହାଇୱେରେ ପୁଣେ ନିକଟରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୮ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଏକ ମାଲବୋଝା ଟ୍ରକର ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍ଟି ଦ୍ରୁତ…
ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ୍ ଦାମ୍
ପେଟ୍ରୋଲ ଏବଂ ଡିଜେଲ ଦାମ୍ ପ୍ରତିଦିନ ବଦଳିଥାଏ । ଆଜି ଅର୍ଥାତ୍ ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । କୌଣସି ପରିବର୍ତ୍ତନ…
ଆଜି ଶିଶୁ ଦିବସ, ଶିଶୁଙ୍କୁ ଫୁଲ ସହିତ ତୁଳନା କରୁଥିଲେ ନେହେରୁ
ଶିଶୁମାନଙ୍କ ଉଦେଶ୍ୟରେ ସମର୍ପିତ ‘ଶିଶୁ ଦିବସ’ ଆଜି ସାରା ଦେଶରେ ଉତ୍ସାହର ସହିତ ପାଳନ କରାଯାଉଛି। ଅଙ୍ଗନବାଡ଼ି, ଶିଶୁ ବିଦ୍ୟାଳୟ, ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ବିଦ୍ୟାଳୟରେ ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁଙ୍କ ଜନ୍ମଦିନକୁ ଆଡ଼ମ୍ବର ସହିତ ପାଳନ କରାଯାଉଛି। ଏଥି…
ଦୁଇ ଦିନରେ ଦୁଇଟି ହତ୍ୟାକାଣ୍ଡ
ପୁରୀରେ ଦୁଇ ଦିନରେ ଦୁଇଟି ହତ୍ୟାକାଣ୍ଡ । ଗତକାଲି ମେରାଇନ ଥାନା ଅଞ୍ଚଳ ବ୍ରାହ୍ମଣ ପୋଖରୀ ନିକଟ ଜଣେ ଟାଇଲ ମିସ୍ତ୍ରୀକୁ ହତ୍ୟା କରାଯାଇଥିବାବେଳେ ଆଜି ଟାଉନ ଥାନା ଅଞ୍ଚଳ ଶ୍ରୀସେତୁ ଜଳ ଭଣ୍ଡାର ଠାରେ ଜଣେ ନାବାଳକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…
ବାଲିଯାତ୍ରାରେ ଦଳାଚକଟା, ଯୁବତୀ ଅଚେତ୍
କଟକ ବାଲିଯାତ୍ରା ଭିଡ଼ରେ ଅଚେତ୍ ହୋଇଗଲେ ଯୁବତୀ । ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଧସ୍ତାଧସ୍ତି । ଭିଡ଼ ନିୟନ୍ତ୍ରଣ କରିବାକୁ ପୋଲିସର ଲାଠି ଚାର୍ଜ । ଆମ୍ବୁଲାନ୍ସ ଯୋଗେ ଯୁବତୀଙ୍କୁ ନିଆଗଲା ମେଡିକାଲ । ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ପହଞ୍ଚିଲେ…
ଡିସେମ୍ବର ୬, ଯୋଜନା ଥିଲା ୩୨ ଟି କାରରେ ୩୨ ଟି ବିସ୍ଫୋରଣ
୩୨ଟି କାରରେ ୩୨ଟି ବିସ୍ଫୋରଣ ଯୋଜନା । ଧାର୍ଯ୍ୟ ତାରିଖ ଥିଲା ଡିସେମ୍ବର ୬ । ଦିଲ୍ଲୀ ଲାଲକିଲ୍ଲା ବ୍ଲାଷ୍ଟ ତଦନ୍ତରୁ, ତଦନ୍ତକାରୀ ସଂସ୍ଥାକୁ ଏପରି ସାଂଘାତିକ ତଥ୍ୟ ମିଳିଥିବା କୁହାଯାଉଛି । ନଭେମ୍ବର ୧୦ରେ ଏକ ହ୍ୟୁଣ୍ଡାଇ ଆଇ ୨୦ ଗାଡ଼ିରେ ବିସ୍ଫୋରଣ…
