ବିଲରେ ଅମଳ ହେବାକୁ ଥିବା ପାଚିଲା ଧାନ ଫସଲ ଜଗିବାକୁ ଯାଉଥିବାବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ି ୨ ଜଣ ଚାଷୀଙ୍କ ଜୀବନ ଯାଇଛି। ମୃତକଦ୍ବୟ ହେଲେ ଜମନକିରା ଥାନା ଅନ୍ତର୍ଗତ କୁତବ ଗାଁ’ର ଗଙ୍ଗାରାମ ପଟେଲ୍ ଏବଂ ଯୁଯୁମୁରା ଥାନା ଅନ୍ତର୍ଗତ ଟାମ୍ପରଗଡ଼ ଗାଁର…
Month: November 2025
କୂଅରୁ ମିଳିଲା ନିଖୋଜ ବୃଦ୍ଧଙ୍କ ମୁତଦେହ
ୋର୍ଦ୍ଧାଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ବଡ଼ବେରେଣା ଗ୍ରାମର ୭୫ ବର୍ଷୀୟ ବୃଦ୍ଧ ଦାମୋଦର ସାହୁ ଗତ ସୋମବାର ଠାରୁ କେଉଁ ଆଡେ ନିଖୋଜ ଥିବା ପରିବାର ପକ୍ଷରୁ ବେଗୁନିଆ ଥାନାରେ ଅଭିଯୋଗ ହୋଇଥିଲା। ତେବେ ସକାଳୁ ମହିଳାମାନେ ତାଙ୍କ ଘର ପାଖ ଏକ କୂପରୁ…
ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଗତକାଲି ରାତିରେ ଘରେ ବେହୋସ ହୋଇଯାଇଥିଲେ
ବଲିଉଡ ଅଭିନେତା ଗୋବିନ୍ଦାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଗତକାଲି ରାତିରେ ଘରେ ବେହୋସ ହେବା ପରେ ପୂର୍ବତନ ସାଂସଦ ଗୋବିନ୍ଦଙ୍କୁ ହସ୍ପିଟାଲରେ ନିଆଯାଇଥିଲା । ୬୧ ବର୍ଷୀୟ ମୁମ୍ବାଇର ବଲିଉଡ ଷ୍ଟାରଙ୍କୁ ମୁମ୍ବାଇ ହସ୍ପିଟାଲର କ୍ରିଟିକାଲ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ…
ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି, ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର
ଆଜି ପ୍ରଥମାଷ୍ଟାମୀ । ଶ୍ରୀମନ୍ଦିରରେ ସ୍ବତନ୍ତ୍ର ପ୍ରଥମାଷ୍ଟମୀ ନୀତି ଅନୁଷ୍ଠିତ ହେଉଛି । ପୋଢୁଆଁ ହେବେ ବଡ଼ଠାକୁର । ଗତକାଲି ଶ୍ରୀଜିଉଙ୍କ ମାମୁଘରୁ ଆସିଥିଲା ପ୍ରଥମାଷ୍ଟମୀ ଭାର । ପ୍ରଥମାଷ୍ଟମୀ ନୀତି ଅନୁସାରେ, ଭୋଗ ମଣ୍ଡପ ସରିବା ପରେ ୩ ବାଡ଼ରେ ମଇଲମ କରାଯାଇ…
ଦିଲ୍ଲୀ ବିସ୍ପୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର
ଦିଲ୍ଲୀ ବିସ୍ପୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର । ନୟାପଲ୍ଲୀ, ଇନ୍ଫୋଭେଲୀ, ଭରତପୁର , କ୍ୟାପିଟାଲ ଆଦି ବିଭିନ୍ନ ଥାନା ଅଂଚଳରେ ପାଟ୍ରୋଲିଙ୍ଗ କଡାକଡି କରାଯାଇଛି । ସେହିଭଳି ବିଭିନ୍ନ ଅଞ୍ଚଳରେ ନାକା ଲଗାଯାଇ ଗାଡ଼ି ମୋଟର ଚେକିଂ କରାଯାଉଛି । ରେଲୱେ ଷ୍ଟେସନ,…
ନୂଆ ବସ୍ତ୍ର ପିନ୍ଧି ପଢୁଆଁ ହେଲେ ଘରର ପ୍ରଥମ ସନ୍ତାନ
ଆଜି ପ୍ରଥମାଷ୍ଟମୀ । ଘରର ବଡ଼ ମାନେ ନୂଆ ବସ୍ତ୍ର ପିନ୍ଧିବା ପରମ୍ପରା ରହିଛି । ଏହି ଅବସରରେ ଘରେ ଘରେ ପିଠାପଣା ହୋଇଛି। ଷଠୀଦେବୀଙ୍କ ନିକଟରେ ବନ୍ଦାପନା ସହ ପୂଜା ବି କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ହେଉଛି, ପ୍ରଥମାଷ୍ଟମୀରେ ହେଉଥିବା ଏଣ୍ଡୁରୀ ପିଠା ହଳଦୀପତ୍ରରେ…
ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା
ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ତାଲିକା। ୨୦୨୬ରେ ୨୯ଟି ସରକାରୀ ଛୁଟି ରହିଛି । ଏଥିରୁ ୬ଟି ଛୁଟି ଦ୍ୱିତୀୟ ଶନିବାର ଓ ରବିବାରରେ ପଡ଼ୁଥିବାରୁ ଅଯଥାରେ ଚାଲିଯିବ। ସେହିପରି ନୂଆଖାଇ ପାଇଁ ଦୁଇ ଦିନ…
ଆହୁରି ୩ ଡିଗ୍ରୀ ଖସିବ ପାରଦ
ରାଜ୍ୟରେ ପୁଣି ୩ ଡିଗ୍ରୀ କମିବ ପାରଦ । ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ୨ରୁ ୩ ଡିଗ୍ରୀ କମିପାରେ । ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ଶୀତ ଲହରୀ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।…
ରିଲିଫ୍ ନେଇ ଯାଉଥିବାବେଳେ ବିମାନ ଦୁର୍ଘଟଣା, ୨ ମୃତ
ଆମେରିକା ଫ୍ଲୋରିଡାର କୋରାଲ ସ୍ପ୍ରିଙ୍ଗସ୍ ଅଞ୍ଚଳରେ ଗତକାଲି ସକାଳେ ଏକ ଛୋଟ ଟର୍ବୋପ୍ରପ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ବିମାନଟି ଜାମାଇକାର ହରିକେନ୍ ମେଲିସା…
ପୁଣି ଉପରମୁହାଁ ହେଲା ସୁନା, ଗହଣା କିଣିବା ପୂର୍ବରୁ ଜାଣନ୍ତୁ ଦାମ୍
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୬,୨୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…
