Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Month: November 2025

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

Posted on November 8, 2025

କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୨୦ ଘଷିପୁରା ଥାନା ଶାଳପଡାରେ ଥିବା କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇ କଲେଜ ଛାତ୍ରୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି । ଦୁର୍ଘଟଣାରେ ଉଭୟ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ…

ଡିସେମ୍ବର ୧ରୁ ଶୀତ ଅଧିବେଶନ, ବିହାର ଫଳାଫଳ ଓ ବିଲ ଉପରେ ରହିବ ନଜର

Posted on November 8, 2025

ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ ଓ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ତାରିଖକୁ ଅନୁମୋଦନ କରିଛନ୍ତି ବୋଲି ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ସୂଚନା ଦେଇଛନ୍ତି । ଏହି ଅଧିବେଶନରେ ବହୁ ଗୁରୁତ୍ତପୂର୍ଣ୍ଣ…

ବୋହୂଙ୍କୁ ମାଡିବସି ଶାଶୂ ଘର ଲୋକ ବିଷ ପିଆଇଦେଇଥିବା ଅଭିଯୋଗ।

Posted on November 8, 2025

ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖତେଇବେରେଣୀ ଗାଁରେ ସ୍ପର୍ଶକତାର ଘଟଣା। ଯୌତୁକ ନିର୍ଯ୍ୟାତନା ସହ ବୋହୂଙ୍କୁ ମାଡି ବସି ବିଷ ପିଆଇ ଦେଇଥିବା ଭଳି ସଙ୍ଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଯାହାକୁ ନେଇ ମାମଲା ଏବେ କଙ୍କଡ଼ାହାଡ଼ ଥାନାରେ ପହଞ୍ଚିଛି। କାମାକ୍ଷାନଗର ଥାନା ସାରୁଆଳୀ…

ଏଣକି ରୁପା ଅଳଙ୍କାରରେ ମଧ୍ୟ ମିଳିବ ଲୋନ୍‌

Posted on November 8, 2025

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏକ ନୂତନ ସର୍କୁଲାର ଜାରି କରିଛି। ଯାହା ଦ୍ୱାରା ଆପଣ ରୁପା ଅଳଙ୍କାର ରଖି ମଧ୍ୟ ଲୋନ୍‌ ବା ଋଣ ନେଇପାରିବେ। କିପରି ଏହି ଲୋନ୍‌ ପାଇବେ ଜାଣନ୍ତୁ ଏହାର ନିୟମ… ଆର୍‌ବିଆଇ ଏହି ନୂଆ ପଦକ୍ଷେପ ସହିତ…

ଦୁଇ ସୁନାଚେନ ଲୁଟେରାଙ୍କ ସହ ଛଅ ଜଣ ଗିରଫ ।

Posted on November 8, 2025

ତାଳଚେର ପୋଲିସ ହାବୁଡ଼ରେ ଚେନ ଛିନତାଇ ଗ୍ୟାଙ୍ଗ । ଗତ କିଛି ବର୍ଷ ହେବ ତାଳଚେର ଓ ଏହାର ଆଖପାଖ ଅଞ୍ଚଳରୁ ମହିଳାଙ୍କ ବେକରୁ ସୁନାଚେନ ଛିଣ୍ଡାଇନେଇ ଯାଉଥିବା ଏକ ଗ୍ୟାଙ୍ଗକୁ ତାଳଚେର ପୋଲିସ କାବୁ କରିବାରେ ସଫଳ ହୋଇଛି ।ଗିରଫ ମାନଙ୍କ ମଧ୍ୟରେ…

ସ୍ଥିର ରହିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜିର ମୂଲ୍ୟ 

Posted on November 8, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Posted on November 8, 2025

ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ସୁନାବେଡ଼ା ଅଭୟାରଣ୍ୟରେ ସୁନାଦେଇଙ୍କୁ ଦର୍ଶନ କରିବେ । ଏହାପରେ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ କରିବେ ରୋଡ ଶୋ’ । ନୂଆପଡ଼ାରୁ ଖରିଆର ରୋଡ଼ ପର୍ଯ୍ୟନ୍ତ ହେବ ରୋଡ ଶୋ’…

ମେଳା ବୁଲିବାକୁ ଆସିଥିବା ବେଳେ ନାବାଳକକୁ ଛୁରାମାଡ଼

Posted on November 8, 2025

ନାବାଳକକୁ ଛୁରାମାଡ଼ । ମେଳା ବୁଲିବାକୁ ଆସିଥିବା ବେଳେ ଛୁରାମାଡ । ମୟୂରଭଞ୍ଜ ଜିଲ୍ଲା ଭଞ୍ଜପୁର ରେଲୱେ ଷ୍ଟେସନ ସମ୍ମୁଖରେ ମରଣାନ୍ତକ ଆକ୍ରମଣ ହୋଇଛି । ଆହତ ନାବାଳକ ହେଲେ ବାଙ୍ଗିରିପୋଷି ଥାନାପଣସାଧିଆ ଗାଁର ଆକାଶ ନାୟକ । ଗତକାଲି ରାତିରେ ସେ ବାରିପଦା…

ସକାଳ ହୋଇଯିବାରୁ ଛୁଆକୁ ଛାଡ଼ି ଚାଲିଗଲା ମା’ ହାତୀ

Posted on November 8, 2025

ଖାଦ୍ୟ ଅନ୍ଵେଷଣରେ ଗାଁ ଅଭିମୁଖେ ଆସିଥିଲେ ହାତୀପଲ। ସକାଳ ହୋଇଯିବାରୁ ଛୁଆକୁ ଛାଡ଼ି ଚାଲିଗଲା ମା’ ହାତୀ। ଅନୁଗୁଳ ବନଖଣ୍ଡ ଶ୍ୟାମସୁନ୍ଦରପୁର ଗାଁ ନିକଟ ଏକ ଧାନ କ୍ଷେତରୁ ଛୁଆ ହାତୀ ଉଦ୍ଧାର।  ସୂଚନାନୁଯାୟୀ, ଶୁକ୍ରବାର ରାତିରେ ଅନୁଗୁଳ ବନଖଣ୍ଡ ଶ୍ୟାମସୁନ୍ଦରପୁର ଗାଁ ନିକଟକୁ…

 ପିମ୍ପୁଡ଼ି ଭୟରେ ଜୀବନ ହାରିଲେ ମହିଳା

Posted on November 8, 2025

ପିମ୍ପୁଡ଼ି ଭୟରେ ଜୀବନ ହାରିଲେ ମହିଳା । ତେଲଙ୍ଗାନାର ସାଙ୍ଗାରେଡ୍ଡୀରେ ଘଟିଛି ଏପରି ଅଭାବନୀୟ ଘଟଣା । ପିମ୍ପୁଡି ଭୟରେ ଚରମ ନିଷ୍ପତ୍ତି ନେଇଥିବା ସୁଇସାଇଡ ଲେଟରରେ ଉଲ୍ଲେଖ କରିଛନ୍ତି ଜଣେ ମହିଳା । ମହିଳା ଜଣକ ୨୦୨୨ରେ ବିବାହ କରିଥିବା ବେଳେ, ତାଙ୍କର…

Posts pagination

Previous 1 … 49 50 51 … 66 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

November 2025
M T W T F S S
 12
3456789
10111213141516
17181920212223
24252627282930
« Oct   Dec »

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme