ବୌଦ୍ଧ ସହର ମୁଖ୍ୟ ଡାକଘରୁ ଚୋରି। ପ୍ରାୟ ୩୦ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେତେ ଚୋରି ହୋଇଛି ତାହାର ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ସୂଚନାନୁଯାୟୀ, ବୌଦ୍ଧ ସହରର…
Day: December 1, 2025
ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
ବାହାଘର ବେଦିରେ ବସିଥିଲେ ବର-କନ୍ୟା। ମନ୍ତ୍ର ପଢ଼ୁଥିଲେ ପୁରୋହିତ। ହାତଗଣ୍ଠି ବି ପଡ଼ି ସାରିଥିଲା । କିଛି ସମୟ ପରେ ଅଗ୍ନିକୁ ସାକ୍ଷୀ ରଖି ସାତ ଘେରା ବୁଲିଥାନ୍ତେ ବରକନ୍ୟା । ହଠାତ୍ ବିବାହ ବେଦିକୁ ମାଡ଼ି ଆସିଲେ ମଣ୍ଡପ କର୍ତ୍ତୃପକ୍ଷ । କନ୍ୟା…
ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
ଗ୍ୟାସ୍ ବୋଝେଇ ଟ୍ରକ୍ ସହ ଧକ୍କା ହେଲା ସ୍କୁଟି। ଦୁଇ ମହିଳା ଆହତ। କଟକ ସିଆରଆରଆଇ ଥାନା ନୂଆବଜ଼ାର ଛକରେ ସୋମବାର ଭୋର୍ ୫ଟାରେ ଏହି ଦୁର୍ଘଟଣା ଘଟିଛି। ଦୁଇ ଆହତ ମହିଳାଙ୍କୁ ପୁଲିସ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ସୂଚନାନୁସାରେ, କନ୍ଦରପୁର…
ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
ଦଳକୁ ଫେରିପାରୁନି ହାତୀ ଛୁଆ । ମଣିଷ ଛୁଇଁଥିବା ଭାବି ହାତୀ ଛୁଆକୁ ନେଉନି ମାଆ । ଗୋଠରେ ଛଡିବା ପରେ ବି ଗ୍ରହଣ କଲେନି ହାତୀପଲ । ତାକୁ ଦଳରେ ମିଶାଇବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ବନବିଭାଗ ବିଫଳ ହୋଇଛି । ହାତୀ…
ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
ଆଜି ସୋମବାରଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଣମାଧ୍ୟମକୁ ସମ୍ବୋଧନ କରି ଦେଶର ବିକାଶ ଏବଂ ଗୃହର କାର୍ଯ୍ୟଧାରା ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଏହି ଅଧିବେଶନ ‘ବିକଶିତ ଭାରତ’…
କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
ଆଗାମୀ ୪ ଦିନ ଯାଏ ଥଣ୍ଡାର ପ୍ରକୋପ କମିଯିବ । କିଛି ସ୍ଥାନରେ ରାତି ତାପମାତ୍ରା ବଢ଼ିବା ଯୋଗୁ ଶୀତ ଉଭାନ ହୋଇପାରେ । ମଙ୍ଗଳବାର ଓ ବୁଧବାର ଅଧିକାଂଶ ସ୍ଥାନର ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ଉପରେ ରହିବ । ଅଧିକ…
ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
ଦକ୍ଷିଣ-ପୂର୍ବ ଏସିଆରେ ବାତ୍ୟା ‘ସେନ୍ୟାର’ ଭୟାବହ ବିନାଶ ସୃଷ୍ଟି କରିଛି । ଓଡ଼ିଶା ଆଡ଼କୁ ମୁହାଁଇ ନଥିଲେ ମଧ୍ୟ, ଇଣ୍ଡୋନେସିଆ, ଥାଇଲାଣ୍ଡ ଏବଂ ମାଲେସିଆରେ ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ବନ୍ୟା ଓ ଭୂସ୍ଖଳନରେ ପ୍ରାୟ ୬୦୦ ଲୋକଙ୍କର ମୃତ୍ୟୁ ଘଟିଛି । ଏଥିରେ…
ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
ଆଜିଠୁ ସଂସଦର ଶୀତ ଅଧିବେଶନ। SIR ଓ ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ । ଶୀତକାଳୀନ ଅଧିବେଶନରେ ୧୨ଟି ବିଲ୍ ଆଗତ ହେବ । ଆଗତ ଏବଂ ଆଲୋଚନା ହେବାକୁ ଥିବା ପ୍ରମୁଖ ବିଲ ଗୁଡ଼ିକ ଭିତରେ ରହିଛି ପ୍ରସ୍ତାବିତ ଆଣବିକ ଶକ୍ତି…
ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
ଓଡ଼ିଶାର କ୍ରୀଡ଼ାପ୍ରେମୀଙ୍କ ପାଇଁ ଏକ ଉତ୍ସାହର ଖବର। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ହାଇଭୋଲଟେଜ୍ ଟି-୨୦ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଟିକେଟ୍ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ…
ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
ରାସ୍ତା ମଝିରେ ହୁହୁ ହୋଇ ଜଳିଗଲା ହାଇୱା । କେନ୍ଦୁଝର ହରିଚନ୍ଦନପୁର ଥାନା ଅନ୍ତର୍ଗତ ଟାଙ୍ଗରିଆପାଳ ଗାଁ ନିକଟରେ ଏକ ହାଇୱାରେ ନିଆଁ ଲାଗିଯାଇଥିଲା । ହାଇୱାଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି । ଗାଡିଟି ଯାଜପୁର ଜିଲ୍ଲାରୁ ହରିଚନ୍ଦନପୁର ଅଭିମୁଖେ ଯାଉଥିବା ବେଳେ…
