ଆସନ୍ତା ୩ ତାରିଖ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ବନକଲାଗି ହେବ । ସନ୍ଧ୍ୟା ସମୟରେ ପ୍ରାୟ ୪…
Day: December 2, 2025
ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ
ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ। ଚମ୍ପଟ ମାରିବା ବେଳେ କାବୁକରି ଛେଚିଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟ ଗୋପାଳପୁର ରାସ୍ତାରେ ଏହି ଘଟଣା ଘଟିଛି । ସୂଚନା ମୁତାବକ, ଗୋପାଳପୁର ରାସ୍ତାରେ ମହିଳା ଜଣଙ୍କ ଯାଉଥିବା ବେଳେ ଦୁର୍ବୁତ୍ତ ଜଣକ…
୪ରୁ ବଢ଼ିବ ଶୀତ, ୨ ରୁ ୪ ଡିଗ୍ରୀ ଖସିବ ରାତି ତାପମାତ୍ରା
ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଯାଇଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି…
