ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା ରହିଛି । ସୂଚନା ପାଇ ବମ୍…
Day: December 3, 2025
ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ
ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ନେନେଙ୍କୁ ୨୦୨୫ ରେ ନିଯୁକ୍ତି କରାଯାଇଅଛି । ଏହି ନିଯୁକ୍ତି ପାଇଁ ଶ୍ରୀମତୀ ନେନେଙ୍କୁ ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ତାଙ୍କ ପାଇଁ ଯିବା…
ଯୁବକଙ୍କ କ୍ଷତାକ୍ତ ମୃତଦେହ ଠାବ, ହତ୍ୟା ସନ୍ଦେହ
ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତାକଡ଼ରେ ପଡ଼ି ରହିଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର…
ଡିସେମ୍ବର ୩୧ ପର୍ଯ୍ୟନ୍ତ ଜାରି ରହିବ ଇ-କେୱାଇସି, ଧରାପଡ଼ିଲା ୬.୮୩ ଲକ୍ଷ ମୃତ ବ୍ୟକ୍ତି ଓ ୩୩ ହଜାର ଜାଲି ରାସନ କାର୍ଡ
ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଜ୍ୟରେ ଇ-କେୱାଇସି ପ୍ରକ୍ରିୟା ଜାରି ରହିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର।ଇ-କେୱାଇସି ଓ କ୍ଷେତ୍ର ତର୍ଜମା ସମୟରେ ମୋଟ ୬ ଲକ୍ଷ ୮୩ ହଜାର ୯୯୫ ଜଣ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି।…
ଆଜି ଉପରମୁହାଁ ହେଇଛି ସୁନା ମୂଲ୍ୟ, ଜାଣନ୍ତୁ କ’ଣ ରହିଛି ଦାମ୍
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୫୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…
ଉଡିଲାନି ବିମାନ, ଅସନ୍ତୋଷ ୭ଶହ ଯାତ୍ରୀ
ଭୁବନେଶ୍ବର ବିମାନବନ୍ଦରରୁ ଉଡିଲାନି ଇଣ୍ଡିଗୋ ବିମାନ। ବିଳମ୍ବକୁ ନେଇ ଉତ୍ତେଜନା। ୭୦୦ରୁ ଅଧିକ ଯାତ୍ରୀଙ୍କ ଅସନ୍ତୋଷ ଦେଖିବାକୁ ମିଳିଛି । ଗତ ରାତି ୯ଟାରୁ ୧୧ଟା ଭିତରେ ବିମାନ ଉଡ଼ାଣ ଭରିବାର ଥିବା ବେଳେ ସୂଚନା ନଦେଇ ବାତିଲ ହୋଇଥିଲା ବିମାନ। ସୂଚନା ଅନୁଯାୟୀ,…
ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ସାଂଘାତିକ ମାମଲା ରୁଜୁ
ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ…
ଅସୁରକ୍ଷିତ ଅନୁଗୁଳ, କଥା କଥାକେ ଗଡ଼ୁଛି ମୁଣ୍ଡ
ଅସୁରକ୍ଷିତ ଅନୁଗୁଳ । କଥା କଥାକେ ଗଡ଼ୁଛି ମୁଣ୍ଡ। ବଢିଗଲାଣି ଲୁଟେରାଙ୍କ ଦୌରାତ୍ମ୍ୟ, ହତ୍ୟା, ବଳାତ୍କାର, ମହିଳା ନିର୍ଯାତନା। ଜିଲ୍ଲାର ୨୫ଟି ଯାକ ଥାନାରେ ଆଇନଶୃଙ୍ଖଳା ବିଗିଡ଼ି ଚାଲିଛି । ପ୍ରତ୍ୟେକ ମାସରେ ହାରାହାରି ୩ରୁ ୪ଟି ହତ୍ୟାକାଣ୍ଡ ଘଟୁଥିବା ବେଳେ ୬ରୁ ୭…
୩ ଦିନରେ କମିବ ୨ରୁ ୪ ଡିଗ୍ରି
ଆସନ୍ତାକାଲି ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଝାଡ଼ସୁଗୁଡ଼ା ଜିଲ୍ଲାରେ ସକାଳୁ କୁହୁଡ଼ିର ଆସ୍ତରଣ ଦେଖାଯିବ। ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଦାରିଙ୍ଗିବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି; ସନ୍ଧ୍ୟା ୫ରୁ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥି ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ଭୋଗ ପରେ ଏହି ନୀତି କରାଯିବ। ଏହି ସମୟରେ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…
