Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: December 15, 2025

ତାଳଚେରରେ ଉତ୍ତେଜନା: ଏମ୍‌ସିଏଲ୍‌ ଠିକା ସଂସ୍ଥା କେସିସିଏଲ୍‌ କର୍ମଚାରୀଙ୍କ ନାଁରେ ସମିତି ସଭ୍ୟାଙ୍କୁ ଆକ୍ରମଣ ଓ ଦୁର୍ବ୍ୟବହାର ଅଭିଯୋଗ

Posted on December 15, 2025

ଏମ୍‌ସିଏଲ୍‌ର ଠିକା ସଂସ୍ଥା କେସିସିଏଲ୍‌ (KCCL) କର୍ତ୍ତୃପକ୍ଷ ଓ କର୍ମଚାରୀଙ୍କ ଦ୍ୱାରା ତାଳଚେର ବ୍ରଜନାଥପୁର ସମିତି ସଭ୍ୟା ଶ୍ରୀମତୀ ଅନୁପମା ପ୍ରଧାନଙ୍କୁ ଆକ୍ରମଣ ଓ ଅସଦାଚରଣ କରାଯାଇଥିବା ନେଇ ତାଳଚେର ଥାନାରେ ସାଙ୍ଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ସମିତି ସଭ୍ୟା ଅନୁପମା…

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

Posted on December 15, 2025

ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫିର ଅତିକମରେ ଦୁଇଟି ଦିନିକିଆ ମ୍ୟାଚ୍ ଖେଳିବାକୁ ବର୍ତ୍ତମାନର ସମସ୍ତ ଭାରତୀୟ…

ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ

Posted on December 15, 2025

ବୈଜୟନ୍ତ ପଣ୍ଡାଙ୍କୁ ବିଜେପିର ବଡ଼ ଦାୟିତ୍ବ । ଆସାମ ବିଧାନସଭା ନିର୍ବାଚନ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଆସାମ ପ୍ରଭାରୀ ନିଯୁକ୍ତ କରିଛି ବିଜେପି । ବୈଜୟନ୍ତ ପଣ୍ଡା ଏବେ ବିଜେପିର ଜାତୀୟ ଉପସଭାପତି ଅଛନ୍ତି ।  ସେହିପରି ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ପିୟୁସ୍…

ଆଜିଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ତିନି ଦେଶ ଗସ୍ତ

Posted on December 15, 2025

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ତିନୋଟି ଦେଶ- ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତରେ ବାହାରିଛନ୍ତି । ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ ଅଲ ହୁସେନଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଡିସେମ୍ବର ୧୫ରୁ ୧୬ ପର୍ଯ୍ୟନ୍ତ ଜୋର୍ଡାନରେ ରହିବେ । ଏହି ସମୟରେ ଉଭୟ ନେତା ଦୁଇ…

ମହମ୍ମଦ ମୋକିମଙ୍କୁ ଦଳରୁ ବହିଷ୍କାର ପରେ କଂଗ୍ରେସରେ ବୟାନ ବାଜି ଆରମ୍ଭ 

Posted on December 15, 2025

ମହମ୍ମଦ ମୋକିମଙ୍କୁ ଦଳରୁ ବହିଷ୍କାର ପରେ କଂଗ୍ରେସରେ ବୟାନ ବାଜି ଆରମ୍ଭ ହୋଇଯାଇଛି । ଗୋଟିଏ ପକ୍ଷ ତାଙ୍କ ସପକ୍ଷରେ କହୁଥିବା ବେଳେ ଅନ୍ୟ ଏକ ପକ୍ଷ ମୋକିମଙ୍କୁ ବିରୋଧ କରିଛନ୍ତି । ରାଜ୍ୟ କଂଗ୍ରେସ ମିଡିଆ ସେଲ୍ ଅଧ୍ୟକ୍ଷ ଅରବିନ୍ଦ ଦାସ ସାମ୍ବାଦିକ…

କେନାଲ ଖୋଳାକୁ ନେଇ ଗ୍ରାମବାସୀ ଓ ଜିଲ୍ଲା ପ୍ରଶାସନ ମୁହାଁମୁହିଁ

Posted on December 15, 2025

କେନାଲ ଖୋଳାକୁ ନେଇ ଗ୍ରାମବାସୀ ଓ ଜିଲ୍ଲା ପ୍ରଶାସନ ମୁହାଁମୁହିଁ। ପୁଲିସ ଉପରକୁ କାଦୁଅ ମାଡ଼। ଜାଡ଼ି ନଦୀ କେନାଲ ଖୋଳାକୁ ନେଇ ସୋମବାର ବ୍ରହ୍ମଗିରି ବ୍ଲକ କୁସୁବେଣ୍ଟି ପଞ୍ଚାୟତ ହରିଦାସ ଗାଁରେ ଏଭଳି ଘଟଣା ଘଟିଛି। ପୁଲିସ ବଳ ପୂର୍ବକ ପ୍ରାୟ ୪୦…

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ଦାୟିତ୍ୱ: ବିଜେପିର ବଡ଼ ନିଷ୍ପତ୍ତି; ପିୟୁଷ ଗୋଏଲ ହେଲେ ତାମିଲନାଡୁ ପ୍ରଭାରୀ

Posted on December 15, 2025

ଆସନ୍ତା ବର୍ଷ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବରିଷ୍ଠ ନେତାମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିଛି। ଓଡ଼ିଶାର ବରିଷ୍ଠ ନେତା ତଥା ବିଜେପିର ଜାତୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ଆସାମ ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀ…

ଯୁକ୍ତ ଦୁଇ ଫର୍ମ ଫିଲଅପ କରି ନଥିବା ପିଲାଙ୍କ ପାଇଁ ଶେଷ ସୁଯୋଗ

Posted on December 15, 2025

CHSE ଦେଲା ଶେଷ ସୁଯୋଗ । ଯେଉଁମାନେ ଅନିବାର୍ଯ୍ୟ କାରଣରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିପାରି ନଥିବେ ସେମାନେ ଆସନ୍ତା ଡିସେମ୍ବର ୧୮ ସୁଦ୍ଧା କରି ପାରିବେ । ଯେଉଁଥିପାଇଁ ଆଜି ମିଳିବାକୁ ଥିବା ଆଡମିଟ କାର୍ଡ ଡିସେମ୍ବର ୧୯…

ତୀର୍ଥଯାତ୍ରା ଭ୍ରମଣରେ ୭୭୫ ବରିଷ୍ଠ ନାଗରିକ , ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା

Posted on December 15, 2025

ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ। ଦକ୍ଷିଣ-ପଶ୍ଚିମାଞ୍ଚଳ ଅନ୍ତର୍ଗତ କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ ଟି ଜିଲ୍ଲାର ୭୭୫ଜଣ ତୀର୍ଥଯାତ୍ରୀ ଓ…

ଭୁବନେଶ୍ଵରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

Posted on December 15, 2025

ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର…

Posts pagination

1 2 … 4 Next

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme