ମଙ୍ଗଳବାର ଧନୁସଂକ୍ରାନ୍ତି ଠାରୁ ବଡ଼ଦେଉଳରେ ମହାପ୍ରଭୁଙ୍କ ପ୍ରସିଦ୍ଧ ପହିଲି ଭୋଗ ନୀତି ଆରମ୍ଭ ହେଉଛି । ଆସନ୍ତା ମାସ ମକର ସଂକ୍ରାନ୍ତି ପୂର୍ବ ଦିନ ମାସାନ୍ତ ପର୍ଯ୍ୟନ୍ତ ଏହି ସ୍ୱତନ୍ତ୍ର ନୀତି ଚାଲିବ । ସ୍ୱତନ୍ତ୍ର ଚୁଲିରେ ପ୍ରସ୍ତୁତ ହେବ ଠାକୁରଙ୍କ ପହିଲି ଭୋଗ…
Day: December 16, 2025
ରାଜ୍ୟରେ ଜାଡ଼ର ପ୍ରକୋପ, ଜନଜୀବନ ଅସ୍ତବ୍ୟସ୍ତ: ୧୦ଡିଗ୍ରୀ ତଳେ ୯ ସ୍ଥାନର ପାରଦ
ରାଜ୍ୟରେ ଥଣ୍ଡା ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ରାଜ୍ୟର ୯ଟି ସ୍ଥାନ ରବିବାର ୧୦ ଡିଗ୍ରୀ ତଳେ ରହିଥିଲା । ଜି ଉଦୟଗିରିର ରାତି ତାପମାତ୍ରା ସବୁଠୁ କମ୍ ବା ୫ ଡିଗ୍ରୀ ରେକର୍ଡ ହୋଇଛି ।…
ବର୍ଷିଲେ ପିସିସି ସଭାପତି, ଗୁମର ଖୋଲି କହିଲେ..
କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି। ନିଜ କଥା ରଖିବାର ସବୁ ସଦସ୍ୟଙ୍କ ନିକଟରେ ଅଧିକାର ଅଛି।…
ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚରେ ଏକ ଉଲ୍ଲେଖନୀୟ ପ୍ରତ୍ୟାବର୍ତ୍ତନ କରିଥିଲା,…
ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି
ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ଆଜିଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ରାତ୍ର ୨ଟାରୁ ଦ୍ୱାର ଫିଟା ହେବା ସହ ୫ଟା ୩୦ରୁ ୬ଟା ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ପହିଲିଭୋଗ…
ଭଦ୍ରକରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀକୁ ଗୁଳି
ଭଦ୍ରକରେ ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ବୁଦ୍ଧିଆ ଓରଫ କମଳାକାନ୍ତ ଦାସକୁ ଗୁଳି । ଗୁରୁତର ଅପରାଧୀକୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି । ଟାଉନ ଥାନା ଚରମ୍ପା ମାଲଗୋଦାମ ଅଞ୍ଚଳରେ ବଡ଼ ଧରଣର ଡକାୟତି…
ଆଇପିଏଲ୍: ଆବୁଧାବିରେ ହେବ ମିନି ଅକ୍ସନ
ଆଜି ଆଇପିଏଲ୍ ନିଲାମୀ । ୨୦୨୬ ଆଇପିଏଲ୍ ସିଜିନ୍ ପାଇଁ ଆବୁଧାବିରେ ଖେଳାଳି ନିଲାମୀ ବା ‘ମିନି ଅକ୍ସନ’ ଅନୁଷ୍ଠିତ ହେବ । ଭାରତୀୟ ସମୟ ଅପରାହ୍ନ ୨ଟା ୩୦ ମିନିଟରେ ଏହି ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ । ଚଳିତ ନିଲାମୀ ପ୍ରକ୍ରିୟାରେ…
ଆନ୍ଦୋଳନରୁ ଓହରିଲା ବିଜେଡି
ଆନ୍ଦୋଳନରୁ ଓହରିଲା ବିଜେଡି । ଧର୍ମଶାଳା ଘଟଣାରେ ଡିଜି କ୍ୟାମ୍ପ ଅଫିସ ସମ୍ମୁଖରେ ଦୁଇ ଦିନ ଧରି ଧାରଣା ଦେଇଥିଲା ବିଜେଡି । ଗତକାଲି ବିଜେଡିର ବିଧାୟକ ଓ ବରିଷ୍ଠ ନେତାମାନେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଘଟଣାରେ ୪…
