Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: December 17, 2025

ଦକ୍ଷିଣ ଆଫ୍ରିକାରେ ଗୌତମ ଅଦାନୀଙ୍କୁ ବିରୋଧ

Posted on December 17, 2025

ଦକ୍ଷିଣ ଆଫ୍ରିକାରେ କାରବାର କରିବେ ଗୌତମ ଅଦାନୀ । କ୍ଲିନ୍ ଚିଟ୍ ଦେଇଛନ୍ତି ସରକାର । କିନ୍ତୁ ସାଧାରଣ ଲୋକଙ୍କ ବିରୋଧ । ବିଦେଶୀ କମ୍ପାନୀ ହାତରେ ଦକ୍ଷିଣ ଆଫ୍ରିକାର ବିଭିନ୍ନ ସମ୍ବଳକୁ ଟେକିଦେବା ନିଷ୍ପତ୍ତିକୁ ଆଫ୍ରିକୀୟ ବିରୋଧ କରିଛନ୍ତି । ରିପୋର୍ଟ ଅନୁସାରେ,…

୪୫୨ କେନ୍ଦ୍ରରେ ଓଟିଇଟି ପରୀକ୍ଷା, ୧ ଲକ୍ଷ ୬୦ ହଜାର ପରୀକ୍ଷାର୍ଥୀ ସାମିଲ

Posted on December 17, 2025

ସାରା ରାଜ୍ୟରେ ବୁଧବାର ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ (ଓଟିଇଟି) ଆରମ୍ଭ ହୋଇଛି । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଛନ୍ତି । ପରୀକ୍ଷାରେ ଶିକ୍ଷକ ଚାକିରି…

ଆଜି ସ୍ଥିର ରହିଛି ସୁନା ଓ ରୁପା ଦର

Posted on December 17, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୩,୮୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର

Posted on December 17, 2025

ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ।…

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା….

Posted on December 17, 2025

ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର ବିଭିନ୍ନ ପଦାଧିକାରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜିଲାର ବରିଷ୍ଠ ଭାଜପା ନେତା ମୁକେଶ ଅଗ୍ରୱାଲଙ୍କୁ ପୁଣି ଥରେ ଜିଲା…

ଜାରି ହେଲାନି ‘ଇଚ୍ଛାମୃତ୍ୟୁ’ ମାର୍ଗଦର୍ଶିକା; ପୁନର୍ବିଚାର ପାଇଁ ଆଇନ ବିଭାଗକୁ ନିର୍ଦ୍ଦେଶ

Posted on December 17, 2025

‘ଇଚ୍ଛାମୃତ୍ୟୁ’ ସଂକ୍ରାନ୍ତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ରଖାଯାଇଥିଲା। ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ରାଜ୍ୟ ସରକାର ଏ ସଂକ୍ରାନ୍ତରେ ୧୦ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ‘ଇଚ୍ଛାମୃତ୍ୟୁ’ ସଂକ୍ରାନ୍ତରେ ଗାଇଡ୍ଲାଇନ୍ ପାଇଁ ନିଷ୍ପତ୍ତି ଗ୍ରହଣ କରିଛି। ତେବେ…

୩୦ରୁ ଅଧିକ ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ

Posted on December 17, 2025

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୩୦ରୁ ଅଧିକ ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ବୃଦ୍ଧି କରିଛନ୍ତି। ଥାଙ୍କସଗିଭିଂ ସପ୍ତାହାନ୍ତରେ ଦୁଇ ନ୍ୟାସନାଲ ଗାର୍ଡ ସୈନିକଙ୍କ ଗୁଳିମାଡ଼ ଘଟଣାରେ ଜଣେ ଆଫଗାନ ନାଗରିକ ସନ୍ଦିଗ୍ଧଙ୍କୁ ଗିରଫ କରାଯିବା ପରେ ଚାଲିଥିବା ପ୍ରବାସୀ କାର୍ଯ୍ୟାନୁଷ୍ଠାନର ଅଂଶ ଭାବରେ…

ଆରମ୍ଭ ହେଲା ଓଟିଇଟି ପରୀକ୍ଷା-୨୦୨୫

Posted on December 17, 2025

ରାଜ୍ୟବ୍ୟାପି ଆଜି ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ ଆରମ୍ଭ ହୋଇଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକଶିକ୍ଷୟିତ୍ରୀ…

ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣ ଦର୍ଶନ ୩ ଘଣ୍ଟା 

Posted on December 17, 2025

ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ଦର୍ଶନ ବନ୍ଦ । ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଯୋଗୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

ହସୁଛି ଡଲାର ଖସୁଛି ଟଙ୍କା; ଡଲାର ତୁଳନାରେ ଦୁର୍ବଳ ହେଉଛି ଟଙ୍କା

Posted on December 17, 2025

ଖସୁଛି ଟଙ୍କା । ହସୁଛି ଡଲାର । ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ଟଙ୍କାର ମୂଲ୍ୟ । ଆମେରିକୀୟ ଡଲାର ଆଗରେ ଏହା ନିଜର ଚମକ ହରାଇବାକୁ ବସିଲାଣି । ଦିନକୁ ଦିନ ଅଧିକ ଦୁର୍ବଳ ହୋଇଚାଲିଛି ଟଙ୍କା । ମଙ୍ଗଳବାର ଆମେରିକୀୟ…

Posts pagination

Previous 1 2 3 4 Next

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme