ମିଆଁମାରରେ ଭୂକମ୍ପ ଝଟକା । ଭୂକମ୍ପର ତୀବ୍ରତା ୪.୪ ରହିଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଏହା ପୂର୍ବରୁ ୧୩ ଡିସେମ୍ବରରେ ୩.୯ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ୧୧୫ କିଲୋମିଟର ଗଭୀରତାରେ…
Day: December 18, 2025
ମୋଦିଙ୍କ ନୂଆ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…
ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB) ଜାନୁଆରୀ ୧, ୨୦୨୬ ରୁ ଲାଗୁ ହେଉଥିବା ଶୁଳ୍କ ଯୁକ୍ତିଯୁକ୍ତକରଣ ଘୋଷଣା କରିଛି।…
ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ…
ଧଉଳି ଗଣଦୁଷ୍କର୍ମ ମାମଲାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ହାତୀ । ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀ ଓରଫ ଜୋକର ହାପିକୁ ଭୁବନେଶ୍ବରରୁ ଗିରଫ କଲା କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆଜି ମୁଖ୍ୟ ଅଭିଯୁକ୍ତକୁ କୋର୍ଟ…
ଅଘଟଣ: ୪୦ ଫୁଟ୍ ତଳକୁ ଖସିଲା ବୋଲେରୋ
ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ ରାଜ୍ୟର ଗୋପୀବଲ୍ଳଭପୁରରୁ ଏକ ବୋଲେରୋ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…
ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ ଶିକ୍ଷକ ନିଯୁକ୍ତ ହେବେନାହିଁ। ରାଜ୍ୟରେ…
ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ
ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ବିମାନ ଚଳାଚଳ ପ୍ରଭାବିତ ଆଶଙ୍କା । ଟ୍ରାଭେଲ ଆଡଭାଇଜରୀ ଜାରି କଲା ଏୟାର ଇଣ୍ଡିଆ । ଦିଲ୍ଲୀ ସମେତ ଉତ୍ତର ଓ ପୂର୍ବ ଭାରତରେ ଘନ କୁହୁଡ଼ି ଲାଗି ରହୁଛି । ବିଭିନ୍ନ ବିମାନବନ୍ଦରରେ ଦୃଶ୍ୟମାନ ଦୂର ହ୍ରାସ…
