ବାଇକ ଦୁର୍ଘଟଣାରେ ଜଣେ ଗୁରୁତର । ପାଣିକୋଇଲି ଥାନା ଅନ୍ତର୍ଗତ ଧନେଶ୍ୱର-ବଡ଼ବିରୁଆଁ ରାସ୍ତାର ବଡ଼ବିରୁଆଁ ଗ୍ରାମ ପାଖ ହନୁମାନ ମନ୍ଦିର ସମ୍ମୁଖରେ ଏକ ବାଇକ ଅନ୍ୟ ଏକ ବାଇକକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିଲେ । ଗୁରୁତର ଜଣଙ୍କ…
Day: December 19, 2025
ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରାକ୍ଟର …
ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ ଦାସଙ୍କ ଘର ଉପରକୁ ମାଡ଼ି ଯାଇ ଥିଲା…
ମର୍ମନ୍ତୁଦ ଦୁର୍ଘଟଣା,ହାଇୱା ଚାପାରେ ବାଇକ ଚାଳକ ମୃତ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ହାଇୱା ଚାପାରେ ବାଇକ ଚାଳକ ମୃତ। ମୃତ ବାଇକ ଚାଳକ ଗୁଢ଼ୀଆଳି ଗ୍ରାମର ଭ୍ରମରବର ସ୍ୱାଇଁ ବୋଲି ଜଣାପଡିଛି। ସୂଚନା ମୁତାବକ, ଏକ ହାଇୱା…
ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍ଆଇ
ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ ଆର୍ଆଇ ରିପୋର୍ଟ ପାଇଁ ୨ ଶହ ଟଙ୍କା ଲାଞ୍ଚ ନେବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର…
ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର ; ସହାୟତାର ହାତ ବଢ଼ାଇଲେ ବିଧାୟକ
ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ରାତିରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡରେ ୪ ବଖରା ଘର ଜଳିଯାଇଛି । ଗ୍ରାମର ଵିଶ୍ଵନାଥ ମଳିକ ଓ ଶୁଶାନ୍ତ ମଳିକଙ୍କର ୨ଵଖରା…
ମା’ ହେଲେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ
କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ ଘରୋଇ ହସ୍ପିଟାଲରେ ଜିଲା…
ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ପାଳନ…
ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର ଲକ୍ଷ୍ମୀଟକିଜଛକ, ଅଇଁଠାପାଲିଛକ, କଚେରୀଛକ ଆଦି ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବଜାର ଆଦି ବ୍ଯବସାୟିକ ଅନୁଷ୍ଠାନ ସହିତ ସ୍କୁଲ,…
SI ପରୀକ୍ଷା ସ୍କାମ୍, ୪ ଦିନିଆ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ
ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରିମାଣ୍ଡରେ ଯିବେ ୩ ଅଭିଯୁକ୍ତ । ୪ ଦିନିଆ ରିମାଣ୍ଡରେ ଯିବେ ଶଙ୍କର, ସୁରେଶ ଓ ସାଗର । ଏନେଇ ସ୍ବତନ୍ତ୍ର ସିବିଆଇ କୋର୍ଟ ଅନୁମତି ମିଳିଛି । ଝାରପଡ଼ା କାରାଗାରରୁ ୩ ଜଣଙ୍କୁ ନେଇ ପଚରାଉଚରା…
ବିହାରର ଛପରାରେ ଡିସେମ୍ବର ୨୧ ଯାଏଁ ସ୍କୁଲ ଛୁଟି
ବିହାରରର ଛପରା ଜିଲ୍ଲାରେ ପ୍ରବଳ ଥଣ୍ଡା ଏବଂ ଶୀତଳ ଲହରୀ ଯୋଗୁଁ ପିଲାମାନଙ୍କ ସ୍ୱାସ୍ଥ୍ୟ ଏବଂ ଜୀବନ ଉପରେ ପ୍ରତିକୂଳ ପ୍ରଭାବ ପଡ଼ିବାକୁ ଦେଖି ଜିଲ୍ଲା ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଜିଲ୍ଲା ମାଜିଷ୍ଟ୍ରେଟ୍ ବୈଭବ ଶ୍ରୀବାସ୍ତବ ଭାରତୀୟ ନାଗରିକ ସୁରକ୍ଷା ସଂହିତା-୨୦୨୩…
ଦିଲ୍ଲୀରେ କୁହୁଡ଼ି: ବିମାନ ଚଳାଚଳ ପ୍ରଭାବିତ
ଦିଲ୍ଲୀ-ଏନସିଆରରେ ଶୁକ୍ରବାର ସକାଳେ ଘନ କୁହୁଡ଼ି ଘୋଡ଼ାଇ ଦେଇଥିଲା, ଯାହା ଫଳରେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୃଶ୍ୟମାନତା ହ୍ରାସ ପାଇଥିଲା। CAT III କାର୍ଯ୍ୟାନ୍ୱୟନକୁ ବାଧ୍ୟତାମୂଳକ କରାଯାଇଥିଲା ଏବଂ ଅନେକ ବିମାନରେ ବିଳମ୍ବ ଏବଂ ବାଧା ସୃଷ୍ଟି ହୋଇଥିଲା। ଏପର୍ଯ୍ୟନ୍ତ ପ୍ରାୟ ୧୨୫ଟି…
