Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: December 19, 2025

୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ…

Posted on December 19, 2025

 ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ । ଖରିଫ ଧାନ କିଣାରେ ଅବ୍ୟବସ୍ଥା ଅଭିଯୋଗରେ ବନ୍ଦ ପାଳନ । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଆନ୍ଦୋଳନରେ ସାମିଲ ହୋଇଛନ୍ତି ଶହ ଶହ ସଂଖ୍ୟାରେ ଚାଷୀ । ପୁରା ସହରରେ…

ଧାରଣାରେ ବସିଲେ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ ଠିକା କର୍ମଚାରୀ

Posted on December 19, 2025

ଦରମା ମିଳିବ ବୋଲି ଲିଖିତ ପ୍ରତିଶୃତି ମିଳିଥିଲା, ହେଲେ ଦରମା ମିଳିଲା ନାହିଁ । ପୁଣି ଧାରଣାରେ ବସିଲେ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲ ଠିକା କର୍ମଚାରୀ । ଗତକାଲି ସନ୍ଧ୍ୟାରେ ଦରମା ମିଳିବାକୁ ପ୍ରତିଶ୍ରୁତି ମିଳିଥିଲା । ହେଲେ ପ୍ରତିଶ୍ରୁତି ପୂରଣ ନହେବାରୁ…

 ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା…

Posted on December 19, 2025

ରାସ୍ତାରେ ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଖାଦ୍ୟ ଅନ୍ୱେଷଣରେ ଗାଁରେ ପଶି ଯୁବକଙ୍କୁ କଂକ୍ରିଟ ରାସ୍ତାରେ କଚାଡ଼ି ମାରିଲା ଦନ୍ତା । ଭୟଭୀତ ଗାଁଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ବାଉଁଶଗଢିଆ ପଞ୍ଚାୟତ କଳମୁଚୁଆ ଗାଁରେ ହାତୀ ଉପଦ୍ରବ । ମୃତକ…

ରୁପ୍ରା ମଣ୍ଡି ପରିଦର୍ଶନରେ ନର୍ଲା ବିଧାୟିକା ଓ ବିଜେଡିର ଜିଲ୍ଲା ସ୍ତରୀୟ ପ୍ରତିନିଧି ମଣ୍ଡଳୀ

Posted on December 19, 2025

ଚାଷୀଙ୍କ ସହ ମଣ୍ଡି ସମ୍ବନ୍ଧୀୟ ପ୍ରସଙ୍ଗରେ କଲେ ଆଲୋଚନା ରୁପ୍ରା: ନର୍ଲା ବିଧାୟିକା ମନୋରମା ମହାନ୍ତି ଗୁରୁବାର ଅପରାହ୍ନରେ ନର୍ଲା ବ୍ଲକ ଅଧିନ ରୁପ୍ରା ଧାନମଣ୍ଡି ପରିଦର୍ଶନରେ ଆସିଥିଲେ। ସେହିପରି ବିଜେଡିର ଏକ ଜିଲ୍ଲା ସ୍ତରୀୟ ପ୍ରତିନିଧି ମଣ୍ଡଳୀ ମଧ୍ୟ ତାଙ୍କ ସହ ଆସିଥିଲେ।…

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ଡାକ୍ତର,୧୨ ଲକ୍ଷ ଟଙ୍କାରୁ ଉର୍ଧ ହରାଇଲେ

Posted on December 19, 2025

ରାୟଗଡା : ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳାଡାକ୍ତର । ସୂଚନାରୁ ଜଣାପଡିଛି ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମମତା ଚୌଧୁରୀ ଡିଜିଟାଲ ଆରେଷ୍ଟର…

୧୭ କୋଟିର ସର୍କିଟ୍‌ ହାଉସ୍‌ରେ ତାଲା

Posted on December 19, 2025

ମାସେତଳେ ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ ରହିଛି ୩୦ ସୁଟ୍‌, ସମ୍ମିଳନୀ କକ୍ଷ ଓ ଅନ୍ୟାନ୍ୟ ସୁବିଧା ରକ୍ଷଣାବେକ୍ଷଣ ଅଭାବରୁ ନଷ୍ଟ ହେଉଛି ସୌନ୍ଦର୍ଯ୍ୟ ରାଉରକେଲା : ମନ୍ତ୍ରୀ, ଅତିଥି, ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ ଅନ୍ୟମାନଙ୍କ ରହଣି ପାଇଁ ପାନପୋଷ ପୁରୁଣା ସର୍କିଟ୍‌…

Posts pagination

Previous 1 … 3 4

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme