ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୪,୧୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…
Day: December 21, 2025
ରେକର୍ଡ ଭାଙ୍ଗିଲା ଶୀତ: ଅନେକ ବିମାନ ବାତିଲ, ଆଡଭାଇଜରୀ ଜାରି କଲା ବିମାନ କମ୍ପାନୀ
ଭୀଷଣ ଥଣ୍ଡାରେ ଥରୁଛି ଉତ୍ତର ଭାରତ । ପାରଦ ଖସିବା ସହ ଘନ କୁହୁଡ଼ି କଲବଲ କରୁଛି । ପୂରା ଉତ୍ତର ଭାରତରେ ଜନଜୀବନ ପ୍ରଭାବିତ । ଦିଲ୍ଲୀରେ ଶୀତ ଲହରୀ ସାଙ୍ଗକୁ ବାୟୁ ପ୍ରଦୂଷଣ ଯନ୍ତ୍ରଣା ବଢ଼ାଇଛି । ଗତ କିଛି ଦିନ…
ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼
ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍ ନିକଟରେ ଗୁଳିଚାଳନା ହୋଇଥିଲା…
କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ
କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ତାଙ୍କର ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ବାବୁଙ୍କର ଦୁଇଟି ବିଲ୍ଡିଂ, ୫ଟି ଦାମୀ ପ୍ଲଟ୍ ଠାବ…
ବଗିଚାରେ ବୁଲୁଥିବା ବେଳେ ଦଳିଦେଲା ଦନ୍ତା
ଦଳିଦେଲା ଦନ୍ତା, ଯୁବକଙ୍କ ମୃତ୍ୟୁ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ବିଜାପାଲିରେ ଅଘଟଣ ଘଟିଛି । ଯୁବକ ଜଣକ ଏକ ବଗିଚାରେ ବୁଲୁଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ତାଙ୍କ ର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ପହଂଚିଛନ୍ତି ବନବିଭାଗ…
ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ
ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ୧୯ା୧୨ା୨୦୨୫ରେ ଧର୍ମଶାଳା ତହସିଲ ପକ୍ଷରୁ ପ୍ରଣବଙ୍କୁ ଏକ ନୋଟିସ ଦିଆଯାଇଛି। ସେ…
ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ
ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର ସଦର ଉପଜିଲାରେ ଥିବା…
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି କରିଥିଲେ। ସେହି ଭୋଜିରେ କିନ୍ତୁ କେହି ସେମିତି ନିଜକୁ ବରିଷ୍ଠ ବା ରାଜ୍ୟସ୍ତରୀୟ ନେତା ବୋଲାଉଥିବା ଚେହେରାଙ୍କୁ ଦେଖିବାକୁ ମିଳି…
୧୧ ବିମାନବନ୍ଦର ଲିଜ୍ରେ ନେବ ଆଦାନୀ
କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍ ୧୧ଟି ଏୟାରପୋର୍ଟ ପାଇଁ ବିଡ୍ ଦାଖଲ କରିବାକୁ ଯାଉଛି। ସେହି ଏୟାରପୋର୍ଟ ମଧ୍ୟରେ ଅମୃତସର ଏବଂ ବାରାଣସୀ ରହିିଛି। ସମ୍ପ୍ରତି ଆଦାନୀ ଏଣ୍ଟରପ୍ରାଇଜେସ୍…
