Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: December 22, 2025

ରନ୍ଧନ ଗ୍ୟାସ ଅଘଟଣ, ନିଆଁରେ ପୋଡି ୪ ଗୁରୁତର

Posted on December 22, 2025

ରନ୍ଧନ ଗ୍ୟାସ ଲିକେଜ ଥିବା ସମୟରେ ଅସାବଧାନତା କାରଣରୁ ନିଆଁ ଲାଗି  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଟେମେରା ଗ୍ରାମର ୪ ଜଣ ଗୁରୁତର ହେବାରୁ ତାଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାମତେ,  ଟେମରା ଗ୍ରାମର ଦେବରାଜ ସୁନାନୀଙ୍କ ଘରେ ଆଜି ସକାଳେ…

ଭିଜିଲାନ୍ସ ଜାଲରେ ଜୁନିଅର ଆକାଉଣ୍ଟାଣ୍ଟ…

Posted on December 22, 2025

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ରେଡ ।  ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ ଉପରେ ଭିଜିଲାନ୍ସ ଟିମର ଚଢ଼ାଉ ।  ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍ ।  ରବୀନ୍ଦ୍ର କୁମାର ବାରିକ…

କୋରାପୁଟକୁ ୫୪୫ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ ଭେଟି…

Posted on December 22, 2025

 କୋରାପୁଟକୁ ୫୪୫ କୋଟିର ଭେଟି । ପରବର ଚତୁର୍ଥ ସନ୍ଧ୍ୟାରେ ଯୋଗଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ଉପହାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଜିଲ୍ଲା ପାଇଁ ୫୪୫ କୋଟିରେ ୮୬ଟି ପ୍ରକଳ୍ପ ରହିଛି । ୫୨୧ କୋଟି ଟଙ୍କାର ୭୦ଟି ପ୍ରକଳ୍ପ…

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ

Posted on December 22, 2025

କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ଏହାସହ ତାଙ୍କ ଘର କବାଟ…

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା, ପ୍ରେମିକାକୁ ପାଇବା ପାଇଁ….

Posted on December 22, 2025

ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ ଫଟୋଚିତ୍ରରେ ରକ୍ତ ଓ ସିନ୍ଦୂର ଲଗାଯାଇଛି।…

ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଲା ବସ୍, ଚାଲିଗଲା ୧୫ ଜୀବନ

Posted on December 22, 2025

 ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏକ ଅନିୟନ୍ତ୍ରିତ ବସ୍ ଓଲଟି ପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି ।  ଇଣ୍ଡୋନେସିଆର ମୁଖ୍ୟ ଜାଭା ଦ୍ୱୀପରେ ରବିବାର ବିଳମ୍ୱିତ ରାତିରେ ଏହି…

ନିଆଁ ଲାଗି ଫଳ ଦୋକାନ ପୋଡ଼ି ପାଉଁଶ, କାରଣ ଅସ୍ପଷ୍ଟ

Posted on December 22, 2025

 ଜଳିଗଲା ୩ ଫଳ ଦୋକାନ । ପୁରୀ ବଡ଼ଶଙ୍ଖ ପରିବା ମାର୍କେଟରେ ଭୟାବହ ନିଆଁ । ବିଳମ୍ୱିତ ରାତିରେ ୩ଟି ଫଳ ଦୋକାନ ଜଳିଯାଇଥିବା ସୂଚନା ମିଳିଛି । ନିଆଁ ଲାଗି ୩ଟି ଫଳ ଦୋକାନ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ତେବେ…

 ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼, ରବିବାର ବୁଲିଲେ ୨୮୬୪ ପର୍ଯ୍ୟଟକ

Posted on December 22, 2025

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ଜାତୀୟ ଉଦ୍ୟାନକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିଲା। ବନ ବିଭାଗର ସୂଚନା ମୁତାବକ, ଡାଙ୍ଗମାଳ ମୁଖ୍ୟ ଗେଟ୍‌ ଦେଇ ୧୧୫୮ଜଣ ପର୍ଯ୍ୟଟକ ପ୍ରବେଶ କରି ବୁଲିବାର ମଜା ନେଇଥିଲେ । ସେହିପରି ଖୋଳାରୁ ୯୮ଟି ବୋଟ୍‌ରେ ୧୧୪୭ ଜଣ, ଚାନ୍ଦବାଲିରୁ…

ଜାରି ରହିବ ଶୀତ ଲହରି, ସାମାନ୍ୟ ବଢ଼ିପାରେ ରାତି ତାପମାତ୍ରା

Posted on December 22, 2025

ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍‌ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ…

Posts pagination

Previous 1 2 3

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme