୨୫ ତାରିଖରୁ ରାଜ୍ୟରେ ଶୀତ ଆହୁରି ବଢ଼ିବ । ରାଜ୍ୟର ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନ ବହିବ । ଏହା ପ୍ରଭାବରେ ଥରିବ ପୂରା ଓଡ଼ିଶା । ଏଭଳି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଥିଲା…
Day: December 24, 2025
ଟ୍ୟୁଶନ ହେବେ ରାଜସ୍ବ ବାବୁ…
ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ ଓ ପାର୍ଟପ୍ଲଟ ବିକ୍ରି ଭଳି ୧୩ଟି ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରାଗଲାଣି। ହେଲେ ତୃଣମୂଳସ୍ତରରେ ରାଜସ୍ବ ଅଧିକାରୀମାନେ କାର୍ଯ୍ୟ ସମ୍ପାଦନ…
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲାର ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତକୁ ସତ୍ୟବ୍ରତ ଦାସକୁ ଗିରଫ କଲା ପୋଲିସ । ଜଗତସିଂହପୁରରେ ଶ୍ବଶୁର ଘରେ ଲୁଚି ରହିଥିଲା ଅଭିଯୁକ୍ତ । ପୋଲିସର ସ୍ବତନ୍ତ୍ର ଟିମ୍ ଚଢାଉ କରି ଗିରଫ କରିଛି । ଅଭିଯୁକ୍ତର…
ରାସ୍ତା କଡ଼ରୁ ୨ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଦୁଇ ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ! । ତାଳଚେର ଲିଙ୍ଗରାକଟା ଗାଁ ଦେଇଯାଇଥିବା ପାଇପଲାଇନ ରାସ୍ତାକଡ଼ରୁ ୨ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସେମାନଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଜଣେ…
