Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Month: December 2025

ଖୋଲିଲା ଶିଖରଚଣ୍ଡୀ ପୀଠ, ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା

Posted on December 29, 2025

ଭରତପୁର ରିଜର୍ଭ ଜଙ୍ଗଲକୁ ଫେରିଗଲେ ଦୁଇ ଦନ୍ତା । ଲୋକଙ୍କ ପାଇଁ ଖୋଲିଲା ଶିଖରଚଣ୍ଡୀ । ଗତକାଲି ରାତିରେ ବନ କର୍ମଚାରୀଙ୍କ ଉଦ୍ୟମରେ ହାତୀ ଦୁଇଟିଙ୍କୁ ଘଉଡ଼ାଇବାରେ ସଫଳ ହୋଇଛନ୍ତି । ୬ ଦିନ ହେବ ଶିଖରଚଣ୍ଡୀ ପାହାଡ଼ ଉପରେ ଆଡ୍ଡା ଜମାଇଥିଲେ ଦୁଇ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍, ଚାଲିଗଲା ୧୩ ଜୀବନ

Posted on December 29, 2025

ମେକ୍ସିକୋରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ଟ୍ରେନ୍ ହଠାତ୍ ଲାଇନଚ୍ୟୁତ ହୋଇଛି । ବଗିଗୁଡ଼ିକ ଓଲଟି ପଡ଼ିବାରୁ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ପ୍ରାୟ ୯୮ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି…

SI ପରୀକ୍ଷା ସ୍କାମ୍: ଚାର୍ଜସିଟ୍ ଦାଖଲ କଲା CBI

Posted on December 29, 2025

ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ…

ହାଇୱା ଧକ୍କାରେ ବାଇକ୍ ଆରୋହୀ ମୃତ

Posted on December 29, 2025

ବାଇକ୍ ଅରୋହୀଙ୍କୁ ଧକ୍କା ଦେଲା ହାଇୱା। ବାଇକ୍ ଅରୋହୀ ମୃତ। ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଏକତାଳ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକ ଜଣକ ହେଲେ ବାହାଲି ଗାଁର ସୁନୀଲ…

ଗଜପତିଙ୍କୁ ଚିଠି, ନୂଆବର୍ଷରେ ରାତି ଅଧରୁ ଦ୍ୱାର ଫିଟିବା ପରମ୍ପରା ବିରୋଧୀ

Posted on December 29, 2025

ଇଂରାଜୀ ନୂଆବର୍ଷରେ ରାତି ୧୨ଟାରୁ ଶ୍ରୀମନ୍ଦିରର ଦ୍ୱାର ଫିଟାଯିବାକୁ ବିରୋଧ କରି ଗଜପତି ମହାରାଜାଙ୍କୁ ଚିଠି ଲେଖିଛନ୍ତି ପରିଚାଳନା କମିଟି ସଦସ୍ୟ ମହେଶ ସାହୁ । ଆଇନମନ୍ତ୍ରୀ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ମଧ୍ୟ ସେ ଏନେଇ ଚିଠି ପ୍ରେରଣ କରିଛନ୍ତି । ଶ୍ରୀ…

ନୂଆବର୍ଷ ଯାଏ ମିଳିବନି ନିସ୍ତାର, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

Posted on December 29, 2025

ଶୀତରେ ଥରୁଛି ପୂରା ରାଜ୍ୟ । ଜି ଉଦୟଗିରିରେ ରାତି ତାପମାତ୍ରା ୪ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ୧୩ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ତେବେ ନୂଆବର୍ଷ ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ…

ଜାଣନ୍ତୁ କେତେ ରହିଛି ସୁନା-ରୁପା, ଦାମ…

Posted on December 28, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ…

ଲାଭକାରୀ ଅଁଳା

Posted on December 28, 2025

ସାଧାରଣତଃ ସମସ୍ତେ ସୁସ୍ଥ ରହିବାକୁ ଚାହିଁଥାନ୍ତି । ସମୟ ପରିବର୍ତ୍ତନ ହେବା ସହିତ ମଣିଷମାନେ ମଧ୍ୟ ସେମାନଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବାରେ ଲାଗିପଡିଛନ୍ତି । ତେଣୁ ବ୍ୟସ୍ତବହୁଳ ଜୀବନରୁ କିଛି ସମୟ କାଢି ବିଭିନ୍ନ ଜିନିଷକୁ ଆପଣାଇ ଥାଆନ୍ତି । ଏମିତି କିଛି ଜିନିଷ…

ହାଇୱା ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Posted on December 28, 2025

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ବ୍ରାହ୍ମଣୀ ନଦୀ ଦେଉଳି ଗାଁ ନିକଟ ଗୋକର୍ଣ୍ଣେଶ୍ୱର ବାଲିଘାଟରେ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତକ ହେଉଛି କୁମାରୀ ପଞ୍ଚାୟତ ଦେଉଳି ଗ୍ରାମର ନରେଶ ରଣା ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୧୦ଟା ବେଳକୁ ନରେଶ ରଣା…

ତାଇୱାନରେ ପ୍ରଳୟଙ୍କରୀ ଭୂମିକମ୍ପ, ୭.୦ ତୀବ୍ରତାରେ ଥରିଲା ରାଜଧାନୀ ତାଇପେଇ

Posted on December 28, 2025

ଶନିବାର ବିଳମ୍ବିତ ରାତିରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକାରେ ଥରିଉଠିଛି ଦ୍ୱୀପରାଷ୍ଟ୍ର ତାଇୱାନ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରେକର୍ଡ କରାଯାଇଛି। ରାଜଧାନୀ ତାଇପେଇ ସମେତ ସମଗ୍ର ଉତ୍ତର-ପୂର୍ବ ଉପକୂଳ ଅଞ୍ଚଳରେ ଏହି କମ୍ପନ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ୟିଲାନ୍ ଜିଲ୍ଲାରୁ…

Posts pagination

Previous 1 … 3 4 5 … 64 Next

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme