Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Month: December 2025

ବାଲେଶ୍ୱର ହୋଟେଲରେ ଯୁବକଙ୍କ ରହସ୍ୟମୟ ମୃତ୍ୟୁ; କୁଆଡ଼େ ଗଲେ ସେହି ରହସ୍ୟମୟୀ ମହିଳା?

Posted on December 28, 2025

ବାଲେଶ୍ୱର ସହରର ଏକ ହୋଟେଲରେ ଯୁବକଙ୍କ ମୃତ୍ୟୁ ଘଟଣା ଏବେ ନୂଆ ମୋଡ଼ ନେଇଛି। ସହଦେବଖୁଣ୍ଟା ସ୍ଥିତ ‘ହୋଟେଲ ସୁରଜ’ରୁ ଆକାଶ ମହାନ୍ତ ନାମକ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହେବା ପରେ, ଘଟଣାସ୍ଥଳରୁ ଜଣେ ମହିଳା ନିଖୋଜ ଥିବା ଜଣାପଡ଼ିଛି। ସେହି ରହସ୍ୟମୟୀ…

ବରଗଡ଼ ଧନୁଯାତ୍ରା: ଗୋପପୁରରେ କୃଷ୍ଣଙ୍କ ଲୀଳା, କଂସ ଦରବାରରେ ମୃତ୍ୟୁର ଭୟ; ୟୁନେସ୍କୋ ମାନ୍ୟତା ପାଇଁ ପ୍ରୟାସ ଜାରି

Posted on December 28, 2025

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଏବେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ଅଧର୍ମ ଉପରେ ଧର୍ମର ବିଜୟର ଏହି ମହାନ ପର୍ବରେ ଚତୁର୍ଥ ଦିବସ ଶେଷ ହୋଇଥିବା ବେଳେ ଗୋପପୁର ଓ ମଥୁରା ନଗରୀ ଉତ୍ସବମୁଖର ହୋଇଉଠିଛି। ଗୋପପୁର ସାଜିଥିବା ଅମ୍ବାପାଲିରେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା ଦ୍ୱାପର…

ବିନିକାରେ ଅଭାବନୀୟ ଘଟଣା: ୧୧ ଦିନ ପରେ ମାଟି ତଳୁ ମିଳିଲା ନିଖୋଜ ଶ୍ରମିକଙ୍କ ମୃତଦେହ, ୫ ଅଟକ

Posted on December 28, 2025

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗତ ୧୧ ଦିନ ଧରି ନିଖୋଜ ଥିବା ଜଣେ ଶ୍ରମିକଙ୍କ ମୃତଦେହ ମାଟି ତଳୁ ପୋତା ହୋଇଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଉଛନ୍ତି ଗୁଲାପଡା ଗ୍ରାମର ପ୍ରକାଶ ମହାନ୍ତି।…

ପ୍ରତିଷ୍ଠା ଦିବସ ପରେ ବିଜେଡି କଲା ବଡ଼ ଘୋଷଣା

Posted on December 28, 2025

ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ କରିଛନ୍ତି। ଏହି ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଅନୁଗୋଳ, ମାଲକାନଗିରି, ସୋନପୁର, ଝାରସୁଗୁଡ଼ା ଏବଂ…

ସୋମବାର ଆରାବଳୀ ମାମଲାର ଶୁଣାଣି

Posted on December 28, 2025

ସୁପ୍ରିମକୋର୍ଟ ଆରାବଳି ପାହାଡ଼ ମାମଲାର ସ୍ୱତଃସ୍ପୃତ ବିଚାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଥିବା ଏକ ଖଣ୍ଡପୀଠ ସୋମବାରଠାରୁ ଏହି ମାମଲାର ଶୁଣାଣି କରିବେ। ସମ୍ପ୍ରତି ଆରାବଳି ପାହାଡ଼ ସମ୍ପର୍କରେ ଅନେକ ଅଞ୍ଚଳରେ ବିରୋଧ ପ୍ରଦର୍ଶନ ଦେଖିବାକୁ ମିଳିଛି। ତଥାପି, କେନ୍ଦ୍ର…

ସ୍ମାର୍ଟ ମିଟରକୁ ନେଇ ଅସନ୍ତୋଷ ଗ୍ରାହକ

Posted on December 28, 2025

ସ୍ମାର୍ଟ ମିଟର ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ସରକାର ।  ହେଲେ ଏ ମିଟର ଲଗାଯିବା ଘଟଣା ଓଡ଼ିଶାରେ ନୂଆ ବିବାଦ ସୃଷ୍ଟି କଲାଣି । କେଉଁ କଂପାନିର ମିଟର ଲଗାଇବେ କର୍ତ୍ତୃପକ୍ଷ? ଘରୋଇ କମ୍ପାନୀ ପାଇଁ ରାଜ୍ୟବାସୀ କାହିଁକି କ୍ଷତି ସହିବେ ? ଏମିତି…

ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ, ପୋଲିସର ତଦନ୍ତ ଆରମ୍ଭ

Posted on December 28, 2025

ବନ ବିଭାଗ କର୍ମଚାରୀଙ୍କୁ କାଠ ମାଫିଆଙ୍କ ଆକ୍ରମଣ ।  ଛଡ଼ାଇ ନେଲେ କାଠ ।  ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବେଇଆନ କାଠ ମାଫିଆଙ୍କ ଦୌରାତ୍ମ୍ୟ ।  କାଠ ଚୋରା ଚାଲାଣ ବେଳେ ଧରିଲା ନୀଳଗିରି ବନବିଭାଗ ।  ତେବେ ବନ କର୍ମଚାରୀଙ୍କୁ ଆକ୍ରମଣ…

ଦୁଇଗୁଣା ବଢ଼ିବ ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ

Posted on December 28, 2025

ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ ଭିତ୍ତିଭୂମିଗୁଡିକର ଉନ୍ନତୀକରଣ କାର୍ଯ୍ୟ ଜାରି ରହିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୁରୀରେ…

ଭାରତୀୟଙ୍କୁ ନିର୍ବାସନ ମାମଲା: ଆମେରିକାକୁ ଟପିଗଲା ସାଉଦି ଆରବ

Posted on December 28, 2025

ଚଳିତ ବର୍ଷ ସାଉଦି ଆରବ ଭାରତୀୟଙ୍କୁ ନିର୍ବାସିତ କରାଇବାରେ ଆମେରିକାକୁ ପଛରେ ପକାଇ ପ୍ରଥମ ସ୍ଥାନରେ ପହଞ୍ଚିଛି। ଭାରତ ସରକାରଙ୍କ ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ସାଉଦି ଆରବରୁ ୩୩,୪୩୦ ଜଣ ଭାରତୀୟଙ୍କୁ ନିର୍ବାସିତ କରାଯାଇଛି, ଯାହା ଆମେରିକାରୁ ନିର୍ବାସିତ ହୋଇଥିବା ଭାରତୀୟଙ୍କ ସଂଖ୍ୟାଠାରୁ ଅଧିକ। ସରକାରଙ୍କ ତଥ୍ୟ…

ଚୀନ୍ ତିଆରି କଲା ବିଶ୍ୱର ଦ୍ରୁତତମ ମ୍ୟାଗ୍ଲେଭ୍ ଟ୍ରେନ୍

Posted on December 28, 2025

ଚୀନ୍‌ର ନ୍ୟାସନାଲ୍ ୟୁନିଭର୍ସିଟି ଅଫ୍ ଡିଫେନ୍ସ ଟେକ୍ନୋଲୋଜି ବିଶ୍ୱର ସବୁଠାରୁ ଦ୍ରୁତତମ ମ୍ୟାଗ୍ଲେଭ୍ ଟ୍ରେନ୍ ନିର୍ମାଣ କରିଛି, ଯାହାକି ମାତ୍ର ୨ ସେକେଣ୍ଡରେ ଧରିବ ଘଣ୍ଟା ପ୍ରତି ୭୦୦ କିଲୋମିଟର ସ୍ପିଡ୍। ଏହି ଅଲ୍ଟ୍ରା-ହାଇ-ସ୍ପିଡ୍ ଟେକ୍ନୋଲୋଜି ଭବିଷ୍ୟତର ଯାତ୍ରା, ହାଇପରଲୁପ୍ ସିଷ୍ଟମ୍ ଏବଂ ଦୂର ସହରଗୁଡ଼ିକୁ ମାତ୍ର…

Posts pagination

Previous 1 … 4 5 6 … 64 Next

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme