Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Month: December 2025

ରାଜଧାନୀରୁ ୧୦ ମାଉଜର ଜବତ, ବିହାରରୁ ବ୍ରହ୍ମପୁର ଅଭିମୁଖେ ହେଉଥିଲା ଚାଲାଣ

Posted on December 6, 2025

ରାଜଧାନୀରୁ ୧୦ ମାଉଜର ଜବତ। ବିହାରରୁ ବ୍ରହ୍ମପୁର ଅଭିମୁଖେ ଚାଲାଣ ହେଉଥିବା ବେଳେ ଗୋଡାଇ ଗୋଡାଇ ଧରିଲା ସ୍ପେଶାଲ୍ କ୍ରାଇମ୍ ୟୁନିଟ୍। ଖଣ୍ଡଗିରି ଛକରେ ମାଡ଼ି ବସିଲା ପୁଲିସ। ଜଣେ ଅଭିଯୁକ୍ତ ଗିରଫ। ସୂଚନାନୁଯାୟୀ, ଏକ କାରରେ ଚୋରା ମାଉଜର ଓ କାଇବାଇନ୍ ଚାଲାଣ…

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

Posted on December 6, 2025

ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳରୁ ଏହି ଘଟଣା ସାମ୍ନାକୁ ଆସିଛି। ସୂଚନା ମୁତାବକ, ଲାଞ୍ଜିବେର୍ଣ ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ…

 ନଦୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ର ମୃତ

Posted on December 6, 2025

ଖରସ୍ରୋତା ନଦୀରେ ବୁଡ଼ି ନବମ ଶ୍ରେଣୀ ଛାତ୍ର ମୃତ। କୁଆଖିଆ ଥାନା ଅନ୍ତର୍ଗତ ମୁଗୁପାଳ ପଞ୍ଚାୟତ ବରାଂଶ ଗ୍ରାମରେ ଏହି ଘଟଣା ଘଟିଛି। ମୃତକ ଜଣଙ୍କ ରାଜେନ୍ଦ୍ର କଣ୍ଠଙ୍କ ପୁଅ ସାଇ ସାରଥି କଣ୍ଠ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।…

ଚିକେନ୍ ଖାଇଦେବାରୁ ଦୁଇ ପଡୋଶୀଙ୍କ ଭିତରେ ଗଣ୍ଡଗୋଳ

Posted on December 6, 2025

ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କଲା ପଡୋଶୀ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି କୃଷ୍ଣଚନ୍ଦ୍ର ମହାନ୍ତି। ଉକ୍ତ ଗାଁର ହତ୍ୟାକାରୀ ନାରାୟଣ ଦାସ ଫେରାର୍। ସୂଚନାନୁଯାୟୀ, ଶୁକ୍ରବାର କୃଷ୍ଣଚନ୍ଦ୍ର ଘରେ ଚିକେନ୍…

ଗହଣା କିଣିବା ପୂର୍ବରୁ ଦାମ୍ ଉପରେ ନଜର ପକାନ୍ତୁ ଦର….

Posted on December 6, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୧୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ହାଇଦ୍ରାବାଦ ବିମାନବନ୍ଦରକୁ ବୋମା ଧମକ, ସୁରକ୍ଷିତ ଭାବେ ହେଲା ଲ୍ୟାଣ୍ଡିଂ

Posted on December 6, 2025

ତେଲେଙ୍ଗାନାର ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତରାଷ୍ଟ୍ରୀୟ ବିମାନବନ୍ଦରକୁ ପୁଣି ବୋମା ଧମକ । ଆଜି ଦୁଇଟି ଅଲଗା ଅଲଗା ବିମାନ ବନ୍ଦରକୁ ଇମେଲରେ ଧମକ ମିଳିଛି । ଏହି ଧମକ ଏୟାରପୋର୍ଟର କଷ୍ଟମର ସପୋର୍ଟ ଆଇଡିକୁ ମିଳିଥିଲା । ସୂଚନାନୁଯାୟୀ, ଆଜି ଲଣ୍ଡନର ହିଥ୍ରୋ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାକୁ ମିଳିଲା ମଞ୍ଜୁରୀ: ମିଳିବ ₹୫୧ ହଜାର ସହାୟତା

Posted on December 6, 2025

ରାଜ୍ୟ ସରକାରଙ୍କ ବହୁପ୍ରତୀକ୍ଷିତ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା (MKBBY)କୁ ମଞ୍ଜୁରୀ ମିଳିଛି। ଏହି ଯୋଜନା ଅଧୀନରେ କନ୍ୟାମାନଙ୍କୁ ବିବାହ ପାଇଁ ମୋଟ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷୁରୁ ସମସ୍ତ…

୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଲୁଟେରା ଛୁ, ସିସିଟିଭିରେ କଏଦ ହେଲା ଦୃଶ୍ୟ

Posted on December 6, 2025

 ଯାତ୍ରାର ଫାଇଦା ଉଠାଇ ଘରେ କଳାକନା ବୁଲାଇଲେ ଲୁଟେରା। ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ଲୁଟେରା ଛୁ। ସିସିଟିଭିରେ କଏଦ ହେଲା ଚୋରି ବେଳର ଦୃଶ୍ୟ। ଏପରି ଘଟଣା ଘଟିଛି ନୀଳଗିରି ଥାନା ଅଧୀନ କାଂଶ ଗ୍ରାମର ଶୁଭ୍ରାଂଶୁ ମହାନ୍ତିଙ୍କ ଘରେ। ସୂଚନା ମୁତାବକ…

ଶିଶୁପୁତ୍ରକୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

Posted on December 6, 2025

ବାଲେଶ୍ବର ଜିଲ୍ଲା ସୋର ଥାନା ନଟାପଡ଼ା ଅଞ୍ଚଳରେ ଜଣେ ଦମ୍ପତି ନିଜର ଗରିବୀ ପାଇଁ ଜନ୍ମ କରିଥିବା ପୁଅକୁ ଭଦ୍ରକ ଅଞ୍ଚଳର ଜଣେ ଦମ୍ପତିଙ୍କୁ ଦାନ କରଥିବା ଜଣାପଡିଛି। ସୂଚନା ଅନୁସାରେ, ନଟାପଡ଼ା ଗ୍ରାମର ସେଣ ସାହିର ପ୍ରଫୁଲ୍ଲ ଧଡା ଓ ଗାୟତ୍ରୀ ଧଡାଙ୍କ ଔରସରୁ ୫ ଜଣ ଝିଅ ଓ ଜଣେ ପୁଅ…

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ, ମୃତକଙ୍କ ପରିଚୟ ଅସ୍ପଷ୍ଟ

Posted on December 6, 2025

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନଂ ଜାତୀୟ ରାଜପଥ ଗମଲେଇ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ, ଶନିବାର ସକାଳେ ୨…

Posts pagination

Previous 1 … 55 56 57 … 64 Next

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov   Jan »

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme