ବହୁଚର୍ଚ୍ଚିତ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ହତ୍ୟା ମାମଲାରେ କ୍ୟାପିଟାଲ ଥାନା ପୁଲିସ ତଦନ୍ତ ପ୍ରକ୍ରିୟା ପ୍ରାୟତଃ ସରିଛି । ଅଦାଲତରେ ପ୍ରାୟ ୭୦୦ ପୃଷ୍ଠା ସମ୍ବଳିତ ଚାର୍ଜସିଟ୍କୁ ପୁଲିସ ଦାଖଲ କରିଛି । ଏଥିରେ ଅଭିଯୁକ୍ତ ସ୍ୱାମୀ ଦୀପକ ରାଉତଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇଛି…
Month: December 2025
ହାର୍ଡୱେର ଷ୍ଟୋର ତାଲା ଭାଙ୍ଗି ଲୁଟ୍
ଭୁବନେଶ୍ୱର କମିସନରେଟ ପୁଲିସ ଅଧୀନ ବାଲିପାଟଣାରେ ମାତିଛନ୍ତି ଲୁଟେରା ଦଳ| ଲୁଟ ପାଟ କରି ଲୋକଙ୍କ ଆଖିରୁ ନିଦ ହଜେଇ ଦେଇଛନ୍ତି | ପୁଲିସ କାର୍ଯ୍ୟାନୁଷ୍ଠାନ କୋହଳ ଚୋରଙ୍କ ପାଇଁ ବରଦାନ ପାଲଟିଛି | ସାଧାରଣ ଜନତା ଅସୁରକ୍ଷିତ ଅବସ୍ଥାରେ ଜୀବନଯାପାନ କରୁଛନ୍ତି | ସୁନା ଅଳଙ୍କାର,…
ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁଲିସ ଛାନ୍ଭିନ୍
ଇନ୍ଫୋସିଟି ଥାନା ଅଧୀନ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି । ସେ ହେଲେ, ରାହୁଲ ଯାଦବ । ଘର ଛତିଶଗଡ଼ ରାୟପୁର ସହରରେ । ସେ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷ ଛାତ୍ର ଥିଲେ । କ୍ୟାମ୍ପସ ୧୦ର ହଷ୍ଟେଲ…
ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି
ହଷ୍ଟେଲରେ ରାତ୍ରୀ ଭୋଜନ ଖାଇ ୩୫ ଛାତ୍ରଛାତ୍ରୀ ଅସୁସ୍ଥ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ବ୍ଲକର ଶିରିବେଡ଼ା ସ୍ଥିତ ପିଏମଶ୍ରୀ ସ୍କୁଲରେ ଅଘଟଣ। ୩୫ ଅନ୍ତେବାସୀ ବୈପାରୀଗୁଡ଼ା ମେଡିକାଲରେ ଭର୍ତ୍ତି। ଅନୁଧ୍ୟାନ ପାଇଁ ହଷ୍ଟେଲରେ ମିଳିତ ଡାକ୍ତରୀ ଟିମ୍। ବୈପାରୀଗୁଡ଼ା ରାମଗିରି ମେଡିକାଲ ଟିମ୍ର ଅନୁଧ୍ୟାନ।…
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ
ଆସନ୍ତା ୩ ତାରିଖ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ବନକଲାଗି ହେବ । ସନ୍ଧ୍ୟା ସମୟରେ ପ୍ରାୟ ୪…
ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ
ମହିଳାଙ୍କ ଠାରୁ ସୁନା ଅଳଙ୍କାର ଲୁଟ। ଚମ୍ପଟ ମାରିବା ବେଳେ କାବୁକରି ଛେଚିଲେ ଗ୍ରାମବାସୀ। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ନିକଟ ଗୋପାଳପୁର ରାସ୍ତାରେ ଏହି ଘଟଣା ଘଟିଛି । ସୂଚନା ମୁତାବକ, ଗୋପାଳପୁର ରାସ୍ତାରେ ମହିଳା ଜଣଙ୍କ ଯାଉଥିବା ବେଳେ ଦୁର୍ବୁତ୍ତ ଜଣକ…
୪ରୁ ବଢ଼ିବ ଶୀତ, ୨ ରୁ ୪ ଡିଗ୍ରୀ ଖସିବ ରାତି ତାପମାତ୍ରା
ଆସନ୍ତା ୪ ତାରିଖରୁ ଥଣ୍ଡା ପୁଣି ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଯାଇଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି…
ବିଦା ହେଲେଣି ୪୯ ବାଂଲାଦେଶୀ
ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି। ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ ୬, କନ୍ଧମାଳରୁ ୩,…
ନୂଆ ସରକାରରେ ଭିଜିଲାନ୍ସ ଆକ୍ଟିଭ୍: ୩୧୮ ଦୁର୍ନୀତି ମାମଲା, କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ
ଭୁବନେଶ୍ୱର: ନୂଆ ସରକାର ଗଠନ ପରେ ରାଜ୍ୟରେ ଭିଜିଲାନ୍ସ ବିଭାଗ ଅଧିକ ସକ୍ରିୟ ହୋଇଛି। ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ଉପରେ ଗୃହରେ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ…
ମନ୍ତ୍ରୀଙ୍କ ପୁଲିସ ପାଇଲଟ୍ ଗାଡ଼ି ଧକ୍କାରେ ବୃଦ୍ଧା ଗୁରୁତର, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର
କଟକ-ପାରାଦ୍ଵୀପ ରାସ୍ତାରେ ଦୁର୍ଘଟଣା। ଶିଳ୍ପ ମନ୍ତ୍ରୀଙ୍କ ପୁଲିସ ପାଇଲଟ୍ ଗାଡ଼ି ଧକ୍କାରେ ବୃଦ୍ଧା ଗୁରୁତର। କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର। ସୋମବାର ସକାଳ ୧୦ଟା ୪୦ରେ ଏହି ଦୁର୍ଘଟଣା ଘଟିଛି। ବୃଦ୍ଧାଙ୍କ ତୁରନ୍ତ ଚିକିତ୍ସା ପାଇଁ ମନ୍ତ୍ରୀ କଟକ ବଡ଼ ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କୁ ନିର୍ଦ୍ଦେଶ…
