ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…
Day: January 9, 2026
ମୋଦି ଫୋନ୍ କରିନଥିବାରୁ ଅଟକିଛି କି ଟ୍ରେଡ୍ ଡିଲ୍ ?
ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟିକ ଚୁକ୍ତି ଆଲୋଚନା ଜାରି ରହିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ନିକଟତର ସହଯୋଗୀ ଦୁଇ ଦେଶ ମଧ୍ୟରେ ଏକ ସମ୍ଭାବ୍ୟ ଚୁକ୍ତି କାହିଁକି ବିଫଳ ହେଲା ସେ ବିଷୟରେ ଏକ ବଡ଼ ଦାବି କରିଛନ୍ତି…
ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ
ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ । ଆତ୍ମସମର୍ପଣ କଲା ବାପା । ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ଭରାଣ୍ଡିଆ ଗାଁରୁ ଆସିଛି ଅଭିଯୋଗ । ଅନାମ ବାଉଁଶିଆ ନିଜ ବଡପୁଅ ତପନ ବାଉଁଶିଆକୁ ଏକ କୁରାଢ଼ୀରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ…
ଦିଲ୍ଲୀରେ ହାଇଡ୍ରାମା: ଗୃହ ମନ୍ତ୍ରଣାଳୟ ସମ୍ମୁଖରେ ପ୍ରତିବାଦ ବେଳେ ଟିଏମସି ସାଂସଦମାନଙ୍କୁ ଟେକି ନେଲା ପୋଲିସ
କେନ୍ଦ୍ର ସରକାରଙ୍କ ତଦନ୍ତକାରୀ ସଂସ୍ଥା ‘ଇଡି’ (ED) ର କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଆଜି ଦିଲ୍ଲୀରେ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ଏକ ବଡ଼ ଧରଣର ପ୍ରତିବାଦ ପ୍ରଦର୍ଶନ କରାଯାଇଛି। କୋଲକାତାର ରାଜନୈତିକ ପରାମର୍ଶଦାତା ସଂସ୍ଥା ଆଇ-ପିଏସି (I-PAC) କାର୍ଯ୍ୟାଳୟ ଏବଂ ଏହାର ମୁଖ୍ୟ…
ସାମାନ୍ୟ ବଚସାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ଯୁବକଙ୍କ ବେକ କାଟି ହତ୍ୟା
ପୁରୀ ସମୁଦ୍ରକୂଳରେ ଯୁବକଙ୍କୁ ହତ୍ୟା। ସ୍ୱର୍ଗଦ୍ୱାର ନିକଟ ଚୈତନ୍ୟ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ମୃତକ ଯୁବକ ଜଣକ ଭଦ୍ରକ ବନ୍ତ ଥାନା ଅଞ୍ଚଳର ରଞ୍ଜନ କୁମାର ଦାସ ବୋଲି ଜଣାପଡିଛି। ଛୁରୀରେ ଯୁବକଙ୍କ ବେକ କାଟି ହତ୍ୟା…
ଧର୍ମାନ୍ତର ବିବାଦରୁ ସତ୍କାର ହୋଇପାରୁନି ବାପା ଶବ
ଦୀର୍ଘ ଘଣ୍ଟା ବିତିବାକୁ ବସିଲାଣି ଶବ ସତ୍କାର ହୋଇପାରୁନି । ପୁଅ ଖ୍ରୀଷ୍ଟଧର୍ମ ଅନୁଯାୟୀ କବର ଦେବାକୁ ଜିଦ୍ ଧରିବାରୁ ଗ୍ରାମବାସୀ ବିରୋଧ କରୁଛନ୍ତି । ରାଇବଣିଆ ଥାନା ଅନ୍ତର୍ଗତ କାଳିକ ପଞ୍ଚାୟତ ରଙ୍ଗାମାଟିଆ ଗାଁର ଛୁଟା ହାଁସଦାଙ୍କର ଗତ ବୁଧବାର ମଧ୍ୟରାତ୍ରିରେ ମୃତ୍ୟୁ ହୋଇଛି…
ରାଜ୍ୟରେ ଗୋଟିଏ ମାସ ସକାଳୁଆ ସ୍କୁଲ ବନ୍ଦ
ରାଜ୍ୟରେ ଜାରି ରହିଛି ପ୍ରବଳ ଶୀତ ଲହରୀ। ସକାଳୁ ସକାଳୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ଭଦ୍ରକ ଜିଲା ପ୍ରଶାସନ ସମସ୍ତ ସ୍କୁଲରେ ଶନିବାର ସକାଳ ଶ୍ରେଣୀ ପରିବର୍ତ୍ତେ ଦିନ ସିଫ୍ଟରେ କ୍ଲାସ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଭଦ୍ରକ…
ମହିଳାଙ୍କ ପାଇଁ ସୁରକ୍ଷିତ ବେଙ୍ଗାଲୁରୁ, ଜାଣନ୍ତୁ କେତେ ନମ୍ବରରେ ଭୁବନେଶ୍ୱର
ମହିଳାଙ୍କ ପାଇଁ ଦେଶର ସବୁଠୁ ସୁରକ୍ଷିତ ସହର ତାଲିକାରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି । ଏହା ତଳକୁ ଚେନ୍ନାଇ, ପୁନେ ଏବଂ ହାଇଦ୍ରାବାଦ ତାଲିକାରେ ସ୍ଥାନିତ ହୋଇଛି । ୱାର୍କ ପ୍ଲେସ୍ କଲ୍ଚର କନ୍ସଲ୍ଟିଂ ଫାର୍ମ ଅବତାର ଗ୍ରୁପ୍ ରିପୋର୍ଟ ‘ଟପ୍ ସିଟିଜ୍…
ହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର…
ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଏନେଇ…
ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ….
ମୁମ୍ବାଇର ଗୋଟିଏ ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାଟି ଗତକାଲି ରାତି ପ୍ରାୟ ୮.୩୦ଟା ସମୟରେ କୁର୍ଲା ଏବଂ ବିଦ୍ୟାବିହାର ଷ୍ଟେସନରେ ଘଟିଥିବା ଜଣାପଡିଛି । କିନ୍ତୁ ସୌଭାଗ୍ୟବସତଃ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ହୋଇନାହିଁ…
