ବନ୍ଦ ରହିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି, ଉପବାସରେ ଠାକୁର ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା । ମଙ୍ଗଳବାର ସନ୍ଧ୍ୟାଧୂପଠାରୁ ଉପବାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ । ମନ୍ଦିରରେ ନୀତିକାନ୍ତି ସବୁ ବନ୍ଦ ରହିଛି । ବୁଧବାର ମଧ୍ୟ କୌଣସି ନୀତି ଅନୁଷ୍ଠିତ ହୋଇପାରିବ ନାହିଁ ।…
Day: January 14, 2026
ଦୁଇ ଦିନ ଶୀତ ଲହରୀ, ଉପକୂଳରୁ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରବଳ ଜାଡ଼ରେ କଲବଲ
ଆସନ୍ତା ଦୁଇ ଦିନ ରାଜ୍ୟରେ ଶୀତ ଲହରୀ ରହିବ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ । କଟକ, ଜଗତସିଂହପୁର, ଅନୁଗୁଳ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ଅଧିକ ଶୀତ ରହିବ । ସୁନ୍ଦରଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର…
ଶିମିଳିପାଳ କୁମ୍ଭୀର ଗଣନା ରିପୋର୍ଟ: ପଶ୍ଚିମ ଦେଓ ନଦୀରେ କୁମ୍ଭୀରଙ୍କ ରାଜ୍
ପ୍ରକୃତିର କୋଳରେ ଥିବା ଶିମିଳିପାଳ ଅଭୟାରଣ୍ୟରୁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଞ୍ଚଳରେ ଚଳିତ ବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ସଦ୍ୟ ପ୍ରକାଶିତ କୁମ୍ଭୀର ଗଣନା ରିପୋର୍ଟ ଅନୁଯାୟୀ, ଶିମିଳିପାଳରେ କୁମ୍ଭୀର ସଂଖ୍ୟା ୮୪କୁ ବୃଦ୍ଧି…
ଥାଇଲ୍ୟାଣ୍ଡରେ ଭୟଙ୍କର ଟ୍ରେନ ଦୁର୍ଘଟଣା: କ୍ରେନ ପଡ଼ି ୨୨ ମୃତ, ୩୦ରୁ ଅଧିକ ଆହତ
ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅତି କମରେ ୨୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ଏକ ନିର୍ମାଣାଧୀନ ପ୍ରକଳ୍ପର କ୍ରେନ ଟ୍ରେନ ଉପରେ ଖସିପଡ଼ିବା ଫଳରେ…
ସରିଲା ୧୦ ମିନିଟ୍ ଡେଲିଭରିର ଯୁଗ! Blinkit, Zepto ଓ Swiggy କୁ ଝଟକା ଦେଲେ କେନ୍ଦ୍ରମନ୍ତ୍ରୀ।
ଦେଶରେ ଗ୍ରାହକଙ୍କୁ ମାତ୍ର ୧୦ ମିନିଟ ମଧ୍ୟରେ ସାମଗ୍ରୀ ପହଞ୍ଚାଇବା ପାଇଁ ଚାଲିଥିବା ପ୍ରତିଯୋଗିତା ଉପରେ ଏବେ ବ୍ରେକ୍ ଲାଗିଛି। ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ଏବଂ କଲ୍ୟାଣକୁ ଦୃଷ୍ଟିରେ ରଖି କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଏହି ୧୦ ମିନିଟ୍ ଡେଲିଭରି ସୁବିଧା ଉପରେ ପ୍ରତିବନ୍ଧକ…
ଜେଜେମା ପାଇଁ ଫେରିଲା ନାତୁଣୀ, ଭଦ୍ରକରେ ବିକ୍ରି ଶିଶୁ ଦୁଇ ଦିନ ପରେ କଟକରୁ ଉଦ୍ଧାର
ଜେଜେମା ପାଇଁ ଫେରିଲା ନାତୁଣୀ । ଭଦ୍ରକରେ ବିକ୍ରି ଶିଶୁ ଦୁଇ ଦିନ ପରେ କଟକରୁ ଉଦ୍ଧାର । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପୋଲିସ ସହାୟତାରେ କଟକରୁ ଶିଶୁକୁ ଉଦ୍ଧାର କରାଯାଇଛି । ଗତ ୧୨ ତାରିଖ ଦିନ ଭଣ୍ଡାରିପୋଖରୀ ବୟା ବନାପୁର…
ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବର ଅନୁଷ୍ଠିତ
ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ୍ ୧୧୫ ୟୁନିଟ୍ ରକ୍ତ ସଂଗୃହିତ ହୋଇଥିଲା । ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଇଂ ନିଖିଲ…
