ରାଉରକେଲାରେ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆ X ରେ ସୂଚନା ଦେଇଛନ୍ତି । ସେ ବ୍ୟକ୍ତିଗତ…
Month: January 2026
ଖାଲି ଆଖିରେ ଦୃଶ୍ୟମାନ ହେବ ବୃହସ୍ପତି
ଆମ ସୌରମଣ୍ଡଳର ସବୁଠାରୁ ବଡ଼ ଗ୍ରହକୁ ଦେଖି ହେବ । ଏହି ଗ୍ରହକୁ ପର୍ଯ୍ୟବେକ୍ଷଣ କରିବା ପାଇଁ ସବୁଠାରୁ ଠିକ୍ ସମୟ ଆସୁଛି । ମହାକାଶରେ “ପୃଥିବୀ’ ସୂର୍ଯ୍ୟ ଏବଂ ବୃହସ୍ପତି ମଧ୍ୟରେ ଏକ ସରଳ ରେଖାରେ ଖୁବ୍ ନିକଟରେ ରହିବେ । ସେତେବେଳେ ଏହି…
ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ
ଗଣିଆ ଥାନା କରଡ଼ାପଡ଼ା ପଞ୍ଚାୟତ କଳାଶିମିଳି ଗାଁରେ ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି l ମୃତ ମହିଳା ଜଣକ ୫୨ ବର୍ଷୀୟ ସୁକାନ୍ତି ବାରିକି ବୋଲି ଜଣାପଡ଼ିଛି । ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁକୁ ନେଇ ତାଙ୍କ ସ୍ୱାମୀ ରବୀନ୍ଦ୍ର ବାରିକି ହତ୍ୟା…
ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ଅବତରଣ ବେଳେ କ୍ରାସ୍ କଲା ଯାତ୍ରୀବାହୀ ବିମାନ
ରାଉରକେଲାରୁ ଏକ ବଡ଼ ଧରଣର ବିମାନ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଆସୁଥିବା ଏକ ୯ ସିଟ୍ ବିଶିଷ୍ଟ ଛୋଟ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ବିମାନଟି ଅବତରଣ କରିବା ସମୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏହା…
ରେଳମନ୍ତ୍ରୀଙ୍କ ବଡ଼ ଘୋଷଣା, ଜାନୁଆରୀ ୧୭ରୁ ଗଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍
କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା । ଜାନୁଆରୀ ୧୭ରୁ କୋଲକାତା ଏବଂ ଗୌହାଟି ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ମାଲଦା ଟାଉନରେ ଏହାର ଉଦ୍ଘାଟନ କରିବେ । କାମାକ୍ଷା ଏବଂ…
ସୁନାପ୍ରେମୀଙ୍କୁ ଝଟକା, ବଢୁଛି ସୁନା ଦର…
ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୦,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା…
ବଢ଼ିଲା ପୀୟୂଷ ତ୍ରିପାଠୀଙ୍କ ଅଡୁଆ, ଆଉ ଛଢ଼ିବେନି ମଞ୍ଚ…
ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨ ତାରିଖରେ ଉଭୟଙ୍କୁ କୋର୍ଟରେ…
୨୮ରୁ ବଜେଟ୍ ଅଧିବେଶନ, ଏକ୍ସରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ
ବଜେଟ୍ ଅଧିବେଶନ ଆରମ୍ଭ ହେବାର ତାରିଖକୁ ନେଇ ସସପେନ୍ସ ଶେଷ ହୋଇଛି। ସରକାରଙ୍କ ଦ୍ୱାରା ମଞ୍ଜୁର କରାଯାଇ ଥିବା ଏକ ପ୍ରସ୍ତାବ ଅନୁସାରେ, ସଂସଦର ବଜେଟ୍ ଅଧିବେଶନ ୨୮ ଜାନୁଆରୀରୁ ୨ ଅପ୍ରେଲ୨୦୨୬ ଯାଏ ଦୁଇଟି ପ୍ରର୍ଯ୍ୟାୟରେ ଅନୁଷ୍ଠିତ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ୨୮…
ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି , ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ
ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ…
ପ୍ରବଳ ଶୀତଲହରୀ, ସମସ୍ତ ସ୍କୁଲ ଜାନୁଆରୀ ୧୩ ପର୍ଯ୍ୟନ୍ତ ବନ୍ଦ
ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଜାରି ରହିଛି। ପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ଶାସିତ ରାଜ୍ୟ ଚଣ୍ଡିଗଡ଼ର ସମସ୍ତ ସରକାରୀ, ସରକାରୀ ସାହାଯ୍ୟପ୍ରାପ୍ତ ଏବଂ ବେସରକାରୀ ସମସ୍ତ ସ୍କୁଲକୁ ବନ୍ଦ କରିଦିଆଯାଇଛି। ସ୍କୁଲଗୁଡ଼ିକର ସମୟ ଏବଂ ଶୀତକାଳୀନ ଛୁଟି ବୃଦ୍ଧି କରାଯାଇଛି। ଜିଲା…
