Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

Day: February 11, 2026

ବନ୍ଦ ହେଲା ବାଲ୍ୟ ବିବାହ ; ଉଦ୍ଧାର ହେଲେ ନବମଶ୍ରେଣୀ ଛାତ୍ରୀ

Posted on February 11, 2026

ସମାଜରୁ ବାଲ୍ୟ ବିବାହ ରୋକିବା ପାଇଁ ସରକାର ପ୍ରତି ଗ୍ରାମରେ ଲୋକମାନଙ୍କୁ ସଚେତନ କରୁଛନ୍ତି । ତଥାପି କାହିଁକି କେଜାଣୀ ଅବିଭାବକ ସଚେତନ ହେଉନାହାଁନ୍ତି । ଯାହାଫଳରେକି ପୁଣି ଏକ ବାଲ୍ୟ ବିବାହ ବନ୍ଦ କରିବା ସହିତ ନବମଶ୍ରେଣୀ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି ।…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା; T20 ବିଶ୍ୱକପରୁ ବାଦ୍ ପଡ଼ିଲେ ଅଭିଷେକ ଶର୍ମା

Posted on February 11, 2026

T20 ବିଶ୍ବକପରେ ଟିମ୍ ଇଣ୍ଡିଆକୁ ଝଟକା । ଓପନର୍ ଅଭିଷେକ ଶର୍ମା ଅସୁସ୍ଥ । ପେଟ ସଂକ୍ରମଣ ଯୋଗୁଁ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପେଟ ସଂକ୍ରମଣ ଯୋଗୁଁ ଅଭିଷେକ ନାମିବ୍ୟା ବିପକ୍ଷ ମ୍ୟାଚରୁ ବାଦ୍ ପଡିଛନ୍ତି । ଗତ ୭…

୧୯ରୁ ମାଟ୍ରିକ ପରୀକ୍ଷା; କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା

Posted on February 11, 2026

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା । ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ…

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ, କେତେ ରହିଛି ସୁନା ଦର

Posted on February 11, 2026

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮ ,୫୧୦ ଟଙ୍କା…

ଆସନ୍ତାକାଲି ଭାରତ ବନ୍ଦ ଡାକରା; କେନ୍ଦ୍ରୀୟ ଶ୍ରମିକ ସଂଗଠନର ଦେଶବ୍ୟାପୀ ହରତାଳ

Posted on February 11, 2026

ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ ସଂଗଠନ। ଦେଶର ୧୦ ଟ୍ରେନ ୟୁନିଅନ ସଂସ୍ଥା ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଚାଷୀ ସଂଗଠନ ସମର୍ଥନରେ…

ସଟସର୍କିଟରୁ ହୁତୁହୁତୁ ହୋଇ ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି…

Posted on February 11, 2026

ହୁତୁହୁତୁ ହୋଇ ଜଳିଗଲା ସ୍କୁଟି । ସଟସର୍କିଟରୁ ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି । ରାୟଗଡା ସଦର ବ୍କକ ପିତାମହଲ ଅଞ୍ଚଳରେ ରହୁଥିବା ଆଇନଜୀବୀ ବିପ୍ରୁ ପ୍ରଧାନଙ୍କ ସ୍କୁଟି ଜଳିଯାଇଛି । ଅଗ୍ନିକାଣ୍ଡ ଏତେ ଭୟାବୟ ଥିଲା ଯେ, ଘର ପାଖରେ ଥିବା ୱାସିଂ…

 ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି…

Posted on February 11, 2026

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି…

ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ; ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

Posted on February 11, 2026

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ସୁବ୍ରତ ପ୍ରାୟ ୨.୩୮ କୋଟି ଟଙ୍କାର ସରକାରୀ…

କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି…

Posted on February 11, 2026

ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା ଦେଇ ଶିକ୍ଷା ନିର୍ଦ୍ଦେଶକ ବୀରେନ୍ଦ୍ର…

ସାବଧାନ! ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ …

Posted on February 11, 2026

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ଅଳତି,ବେଲସୁନ୍ଦରୀ  ଗ୍ରାମରେ । ଖରା ଦିନରେ ଲୋକଙ୍କ ବାଡି ବଗିଚାରେ ଫଳୁଥିବା ବରକୋଳି, ବେଲ  ଖାଇବା ଆଶାରେ…

Posts pagination

1 2 Next

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

February 2026
M T W T F S S
 1
2345678
9101112131415
16171819202122
232425262728  
« Jan    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme