ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ନିକଟବର୍ତ୍ତୀ ଅଳତି,ବେଲସୁନ୍ଦରୀ ଗ୍ରାମରେ । ଖରା ଦିନରେ ଲୋକଙ୍କ ବାଡି ବଗିଚାରେ ଫଳୁଥିବା ବରକୋଳି, ବେଲ ଖାଇବା ଆଶାରେ…
Month: February 2026
ଫେବୃଆରୀ ୧୩ ରେ ରାଜ୍ୟ କ୍ୟାବିନେଟ୍ ବୈଠକ…
ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ ହାତପାଆନ୍ତାରେ ମିଳିବ ଏବଂ ଲୋକେ…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ବଢ଼ିଲା ଆୟୁଷ ଡାକ୍ତରଙ୍କ ଦରମା…
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା ସେମାନଙ୍କୁ ପ୍ରୋତ୍ସାହିତ…
ସବୁ ଅନିଶ୍ଚିତତାର ଅନ୍ତ ; ରବିବାର ଭାରତ-ପାକିସ୍ତାନ ମହାଲଢ଼େଇ
ସବୁ ଅନିଶ୍ଚିତତାର ଅନ୍ତ । ଆସନ୍ତା ରବିବାର ଭାରତ-ପାକିସ୍ତାନ ମହାଲଢ଼େଇ । ଖେଳିବାକୁ ରାଜି ହେଲା ପାକିସ୍ତାନ । ଆଇସିସି ସହ ପିସିବିର ବୈଠକ ପରେ ନିଷ୍ପତ୍ତି । ଆସିଛି ଅଫିସିଆଲ ନୋଟିଫିକେସନ୍ । ଆସନ୍ତା ୧୫ ତାରିଖରେ କଲମ୍ବୋରେ ହେବ ଭାରତ-ପାକିସ୍ତାନ ମ୍ୟାଚ…
ହାତୀ ଆକ୍ରମଣରେ ୩ ମୃତ ; ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବାବେଳେ…
ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ ପୁରୁଷ ନିକଟସ୍ଥ ପାଟପୁରା ଗ୍ରାମ୍ୟ ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିଲେ। ହଠାତ୍ ଦନ୍ତା ହାତୀ ଆକ୍ରମଣରେ ୬…
ଜାଣି ନିଅନ୍ତୁ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର…
ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୫ ପଇସା…
ଗହଣା କିଣିବା ପୂର୍ବରୁ ଜାଣି ନିଅନ୍ତୁ ଆଜିର ସୁନା ଦର…
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ…
୧ ଏପ୍ରିଲରୁ ବଦଳିବ ବ୍ୟାଙ୍କ ନିୟମ…
୧ ଏପ୍ରିଲରୁ ବଦଳିବ ବ୍ୟାଙ୍କ ନିୟମ । ନଗଦ ଜମା ଓ ଉଠାଣ ପାଇଁ ଆସିବ ନୂଆ ଗାଇଡ୍ ଲାଇନ୍। ଆୟକର ବିଭାଗ ପକ୍ଷରୁ ‘ଡ୍ରାଫ୍ଟ ଇନକମ୍ ଟ୍ୟାକ୍ସ ରୁଲ୍ସ, ୨୦୨୬’ ଜାରି କରାଯାଇଛି । ଯାହା ୧ ଏପ୍ରିଲ ୨୦୨୬ ରୁ ଲାଗୁ…
ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି…
ନିର୍ବାଚନ ପୂର୍ବରୁ ବାଂଲାଦେଶକୁ ବଡ଼ ଆଶ୍ୱସ୍ତି । ସୋମବାର ଦିନ ଦୁଇ ଦେଶ ମଧ୍ୟରେ ସ୍ୱାକ୍ଷରିତ ଏକ ବାଣିଜ୍ୟ ଚୁକ୍ତି ଅନୁଯାୟୀ ଆମେରିକା ବାଂଲାଦେଶ ଉପରୁ ୧୯% କୁ ଶୁଳ୍କ ହ୍ରାସ କରିଛି । ହ୍ୱାଇଟ୍ ହାଉସ୍ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ, ଆମେରିକା…
ମେଡିକାଲ ଆଇସିୟୁରେ ଅଭାବନୀୟ ଦୃଶ୍ୟ…
ମେଡିକାଲ ଆଇସିୟୁରେ ଅଭାବନୀୟ ଦୃଶ୍ୟ । ଜଣେ ମହିଳା ରୋଗୀ ଆଇସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଚିକିତ୍ସା ହେଉଥିବା ବେଳେ ବେଡ୍ ରୁ ବାଡା ଭାଙ୍ଗି ତଳକୁ ଖସିପଡୁଛନ୍ତି । ଖସିପଡ଼ୁଥିବାର ଦୃଶ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଆଇସିୟୁ ଭିତରେ…
