Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 

Posted on November 6, 2025

ଭିଜିଲାନ୍ସ ଜାଲରେ ସାମାଜିକ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଫୋନ ପେ’ରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି।  କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଜଣକ ହେଉଛନ୍ତି ବିପ୍ଳବ କେଶରୀ ସାମନ୍ତରାୟ ।

ଜଣେ ସ୍ୱେଚ୍ଛାସେବୀ ସଙ୍ଗଠନର ବିଲ୍‌ ପାସ କରାଇବାକୁ  ବିପ୍ଲବ ଲାଞ୍ଚ ନେଉଥିଲେ। ତାହା ପୁଣି ଫୋନ ପେ ଜରିଆରେ ନେଇଥିଲେ । ଭଜିଲାନ୍ସ  ଦ୍ୱାରା ଧରାପଡିବା ପରେ ଶ୍ରୀ ସାମନ୍ତରାୟଙ୍କ ଘର, ଫାର୍ମ ହାଉସରେ ଚଢଉ ଜାରି ରହିଛି । ଖୋର୍ଦ୍ଧା ଜିଲ୍ଲାର ମଦନପୁରରେ ଏକ ଫାର୍ମ ହାଉସ ସହିତ ଭୁବନେଶ୍ଵରରେ ଏକ ୩ ହଜାର ବର୍ଗଫୁଟର କୋଠା ଭିଜିଲାନ୍ସ  ଠାବ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme